ନିଜ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ନୂଆପଡ଼ା,୧୨ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଥିବା ଢେକୁନପାଣି ସିଆର୍‌ପିଏଫ୍‌ କ୍ୟାମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଜଣେ ଯବାନ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ୨୧୬ ବାଟାଲିୟନରେ କାର୍ଯ୍ୟ କରୁଥିବା ଖଡିଆଳ ଥାନା ସାନମହେଶ୍ୱର ପଞ୍ଚାୟତ ଘରଧରା ଗାଁର ଗୋପୀନାଥ ଶବର। ସୂଚନା ଅନୁଯାୟୀ ପୂର୍ବାହ୍ନ ୧୧ଟା ସମୟରେ ହଠାତ୍‌ ଗୋପୀନାଥ ନିଜ ଏକେ ୪୭ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ହେଲେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାହା ଅସ୍ପଷ୍ଟ ରହିଛି। ଖବର ପାଇ ତାଙ୍କ ସ୍ତ୍ରୀ ଘଟଣାସ୍ଥଳକୁ ଯାଇଛନ୍ତି। ଉଚ୍ଚସ୍ତରୀୟ ପୋଲିସ ଅଧିକାରୀ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି। ରାତି ହୋଇଯିବାରୁ ଶନିବାର ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ଘଟଣାସ୍ଥଳ ଓ ଅନ୍ୟାନ୍ୟ ସ୍ଥାନରେ ତଦନ୍ତ ଜାରି ରହିଛି ବୋଲି ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଲ ସିଂ କହିଛନ୍ତି ା

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri