Posted inଜାତୀୟ

ମୁକୁଳିଲେ ଅପହୃତ କମାଣ୍ଡୋ

ନୂଆଦିଲ୍ଲୀ, ୮ା୪- ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ। ସିଆରପିଏଫ୍‌ର କୋବ୍ରା ବାଟାଲିୟନର କମାଣ୍ଡୋ ରାକେଶ୍ୱର ସିଂ ମାନ୍‌ହାସଙ୍କୁ ୧୦୦ରୁ ଅଧିକ ଘଣ୍ଟା ପରେ ମୁକ୍ତ କରିଛନ୍ତି ମାଓବାଦୀମାନେ। ଏ ନେଇ ରାଜ୍ୟ ସରକାର ଗୁରୁବାର ପ୍ରକାଶ କରିଛନ୍ତି।

ଗତ ଶନିବାର ଛତିଶଗଡ଼ ବସ୍ତର ଅଞ୍ଚଳରେ ମାଓବାଦୀ ଓ ସୁରକ୍ଷା ବଳ ମୁହଁାମୁହିଁ ହୋଇଥିଲେ। ଏହି ଆକ୍ରମଣରେ ଶହୀଦ ହୋଇଥିଲେ ୨୨ ଜଣ ଯବାନ। ଏଠାରୁ ରାକେଶ୍ୱରଙ୍କୁ ଅପହରଣ କରି ନେଇଥିଲେ ମାଓବାଦୀମାନେ। ତାଙ୍କୁ ଫେରାଇ ଆଣିବା ପାଇଁ ତାଙ୍କ ସ୍ତ୍ରୀ ଓ ୪ ବର୍ଷର ଝିଅ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ଗୁହାରି କରିଥିଲେ। କିନ୍ତୁ ସରକାରଙ୍କ ପକ୍ଷରୁ ମଧ୍ୟସ୍ଥିଙ୍କ ନାମ ପ୍ରକାଶ କରାଯିବା ପରେ ହିଁ ଯବାନଙ୍କୁ ଛଡ଼ାଯିବ ବୋଲି କହିଥିଲେ ମାଓବାଦୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳି ଯାଇଛି ବାପୁଙ୍କ ଭାରତ; ଚାରିଆଡ଼େ ବ୍ୟାପିଛି ହିଂସା-ଅସହିଷ୍ଣୁତା: କପିଲ ସିବଲ୍‌

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ସଦସ୍ୟ କପିଲ୍‌ ସିବଲ୍‌ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଆଜି ବାପୁଙ୍କ ଭାରତ ଚିତ୍ର...

କଂଗ୍ରେସରୁ ଇସ୍ତଫା ଦେଲେ ଋଚି ଗୁପ୍ତା

ନୂଆଦିଲ୍ଲୀ, ୧୯।୧୨-କଂଗ୍ରେସର ଛାତ୍ର ଶାଖା ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ଭାରପ୍ରାପ୍ତ ଯୁଗ୍ମ ସମ୍ପାଦକ ଋଚି ଗୁପ୍ତା ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।...

ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଜଳିଗଲା ଡିଜେଲ୍‌ ଟ୍ୟାଙ୍କର

ରାୟପୁର,୨୪।୯: ଛତିଶଗଡ଼ କାଙ୍କେର ଜିଲାରେ ମାଓବାଦୀଙ୍କ ଆଇଇଡ଼ି ବିସ୍ଫୋରଣରେ ଏକ ଡିଜେଲ୍‌ ଟ୍ୟାଙ୍କର ଜଳି ଯାଇଛି। ଏଥିରେ ୩ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ପୋଲିସ...

ପୁଣି ଆସିବ ତିନି ତଲାକ୍‌ ବିଲ୍‌

ନୂଆଦିଲ୍ଲୀ,୪ା୬(ପି.ଟି.)-ତତ୍କାଳ ତିନି ତଲାକ୍‌ ପ୍ରଥାକୁ ନିଷିଦ୍ଧ କରିବା ଲାଗି ସରକାର ପାର୍ଲାମେଣ୍ଟରେ ପୁଣି ଥରେ ବିଲ୍‌ ଆଣିବେ। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୋମବାର...

କୁପୋଷଣ ଦୂର କରିବାକୁ ବିଦ୍ୟାଳୟରେ ପରିବା ଚାଷ କରୁଛନ୍ତି ଛାତ୍ର

ବିଳାସପୁର,୩।୯: ଛତିଶଗଡ଼ର ବିଳାସପୁର ଜିଲା ମସ୍ତୁରି ବ୍ଲକରେ ରହିଛି ଶାସକୀୟ ବାଳକ ପୂର୍ବ ମାଧ୍ୟମିକ ବିଦ୍ୟାଳୟ। ଏଠାରେ ଶିକ୍ଷକତା କରୁଥିବା ବାବୁଲାଲ କର୍ଷ ପ୍ରାୟ ୩...

ଏନ୍‌ଇଇଟି-ଜେଇଇ ପରୀକ୍ଷା ସ୍ଥଗିତ ଦାବିକୁ ସମର୍ଥନ କଲେ ଗ୍ରେଟା: କହିଲେ ‘ଏହା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ’

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାସତ୍ତ୍ୱେ ଏନ୍‌ଇଇଟି ଏବଂ ଜେଇଇ ପରୀକ୍ଷା ହେବାକୁ ଯାଉଥିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ସ୍ବିଡେନ୍‌ର...

ଚାଇନା ବିରୋଧରେ ବିଶ୍ୱ ଶକ୍ତି ଏକାଠି

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ କରାଇଥିବା ଚାଇନା ଦୋଷ ଲୁଚାଇବାକୁ ଜୋର୍‌ଦାର ପ୍ରଚାର ଚଳାଇଛି। ଏହି ଘଟଣାରୁ ଧ୍ୟାନ ହଟାଇବା ପାଇଁ ବେଜିଂ...

ସେନା ନିକଟରେ ଥିବା ଯୁଦ୍ଧାସ୍ତ୍ର ସମ୍ପର୍କରେ ତଥ୍ୟ ନେବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଯୁଦ୍ଧ ପରିସ୍ଥିତିର ସାମ୍ନା କରିବାକୁ ୩ ସେନାଙ୍କ ନିକଟରେ ଥିବା ଯୁଦ୍ଦାସ୍ତ୍ର ସମ୍ପର୍କରେ ତଥ୍ୟ ସଂଗ୍ରହ କରିବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଏହାସହ ଯଦି...

Advertisement

BGU

Archives

Model This Week

Why Dharitri