୮ ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ମାଲକାନଗିରି,୨ା୧(ଦୁର୍ଯ୍ୟୋଧନ ପାତ୍ର)-ବିଜାପୁରରେ ମାଓବାଦୀମାନେ ଖଞ୍ଜିଥିବା ୮ ଆଇଇଡି ବୋମାକୁ ଯବାନମାନେ ନିଷ୍କ୍ରିୟ କରିଛନ୍ତି । ଛତିଶଗଡ ବାସାଗୁଡ଼ା ଥାନା ଅନ୍ତର୍ଗତ ତିମାପୁର ଅଞ୍ଚଳରେ କୋବ୍ରା ଯବାନମାନେ ତଲାସି କରୁଥିଲେ। ଏହି ସମୟରେ ୬ ଆଇଇଡିକୁ ଠାବକରି ଯବାନମାନେ ଘଟଣାସ୍ଥଳରେ ନିଷ୍କ୍ରିୟ କରିଥିଲେ। ସେହିପରି ତାରିମ୍‌ ଜଙ୍ଗଲରେ ମଧ୍ୟ ଯବାନମାନେ ତଲାସି ବେଳେ ବନ୍ଦଲକା ନାଳ ନିକଟରେ ୩ କେଜି ଲେଖାଏ ୨ଟି ଆଇଇଡିକୁ ନିଷ୍କ୍ରିୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?