ସୋଲୋମନ୍‌ ଆଇଲାଣ୍ଡ୍‌ସ ଯିବେ ପିଏଲ୍‌ଏ ସୈନ୍ୟ

ବେଜିଂ/ହୋନିଆରା,୨୦ା୪: ଦକ୍ଷିଣ ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସୋଲୋମନ୍‌ ଆଇଲାଣ୍ଡ୍‌ସ ସହ ଚାଇନା ଏକ ସୁରକ୍ଷା ଚୁକ୍ତିରେ ସ୍ବାକ୍ଷର କରିଛି। ଉଭୟ ରାଷ୍ଟ୍ରର ବହିର୍ବ୍ୟାପାର ମନ୍ତ୍ରୀ ନିକଟରେ ସୁରକ୍ଷା ସହଭାଗିତା ଚୁକ୍ତିନାମାରେ ସ୍ବାକ୍ଷର କରିଥିବା ନେଇ ଚାଇନା ମୁଖପାତ୍ର ଓ୍ବାଙ୍ଗ୍‌ ଓ୍ବେନ୍‌ବିନ୍‌ ସୂଚନା ଦେଇଛନ୍ତି। ଡିଲ୍‌ ଅନୁସାରେ ସଙ୍କଟ ଦେଇ ଗତି କରୁଥିବା ଦ୍ୱୀପରାଷ୍ଟ୍ର ସୋଲୋମନ୍‌ରେ ଚାଇନା ନିଜ କ୍ଷେପଣାସ୍ତ୍ର ଓ ଯୁଦ୍ଧଜାହାଜ ମୁତୟନ କରିପାରିବ। ଏପରି କି ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ସୈନ୍ୟ ଓ ସଶସ୍ତ୍ର ପୋଲିସ ମଧ୍ୟ ନିଜ ଜାହାଜକୁ ସୁରକ୍ଷା ଦେବା ପାଇଁ ସେଠାରେ ଥିବା ଚାଇନାର ସେନାଘାଟିଗୁଡ଼ିକୁ ଯିବେ। ଏହି ବିଷୟ ଚୁକ୍ତିନାମାର ଚିଠାରେ ଉଲ୍ଲେଖ ଥିବା ନେଇ ଗତମାସରେ ପ୍ରଘଟ ହୋଇଥିଲା, ଯାହାକି ପାଶ୍ଚାତ୍ୟ ପାଇଁ ଚିନ୍ତା ବୃଦ୍ଧିର କାରଣ ସାଜିଛି।
ସୋଲୋମନ୍‌ ଆଇଲାଣ୍ଡ୍‌ସ ସହ ଚାଇନାର ଚୁକ୍ତିନାମା ପରେ ଚୁକ୍ତିନାମା ପରେ ଦକ୍ଷିଣ ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ବେଜିଂର ସାମରିକ ବଳ ବୃଦ୍ଧି ଘଟିପାରେ। ଇଣ୍ଡୋ-ପାସିଫିକ୍‌ ମେଣ୍ଟ ଅକସ୍‌ର ଶକ୍ତି ଓ ପ୍ରଭାବକୁ ଅଣଦେଖା କରି ସୋଲୋମନ୍‌ ପ୍ରଧାନମନ୍ତ୍ରୀ ମାନାସେହ ସୋଗାଭରେ ନେଇଥିବା ଏହି ନିଷ୍ପତ୍ତି ଉପରେ ବିଶେଷକରି ଆମେରିକା, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ଆପତ୍ତି ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଝିଣ୍ଟିକା ଦାଉରୁ ରକ୍ଷା କରିବାକୁ ଚାଇନା ପଠାଇବ ବତକ

ଇସ୍‌ଲାମାବାଦ,୨୮।୨: ଏବେ ପାକିସ୍ତାନରେ ଝିଣ୍ଟିକା ବା ପଙ୍ଗପାଳଙ୍କ ଉପଦ୍ରବ ବହୁ ମାତ୍ରାରେ ବଢିଯାଇଛି। ଏମାନଙ୍କ ଉପଦ୍ରବ ଯୋଗଁ ବହୁ ପରିମାଣରେ ଫସଲ ହାନୀ ଘଟୁଛି। ଧିରେ...

ଇମ୍ରାନ୍‌ଙ୍କ ପାଇଁ ସାପ ଚମଡାରେ ତିଆରି ହୋଇଥିବା ଚପଲକୁ ଜବତ କଲା ବନ୍ୟଜୀବ ବିଭାଗ

ଇସଲାମାବାଦ,୩।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଏବେ ସାପ ଚମଡାରେ ତିଆରି ପେଶାଓ୍ବରି ଚପଲ ପିନ୍ଧିବାର ସୁଯୋଗ ପାଇବେ ନାହିଁ। କାରଣ ଖେବର ପଖତୁନଓ୍ବା ଅଞ୍ଚଳରେ...

କରୋନା ଭାଇରସରେ ପୀଡ଼ିତ କାନାଡା ପ୍ରଧାନମନ୍ତ୍ରୀଙ୍କ ସହଧର୍ମିଣୀ

ଓଟାଓ୍ବା,୧୩।୩: କରୋନା ଭାଇରସ ଏବେ ପ୍ରାୟ ୧୧୭ ଦେଶକୁ ବ୍ୟାପିଥିବା ବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡେଙ୍କ ସହଧର୍ମିଣୀ ଶୋଫିଆ ଗ୍ରିଗୋଇରେ ଟ୍ରୁଡେ ମଧ୍ୟ ଏଥିରେ...

ମୁସଲମାନ ବୋଲି ମନ୍ତ୍ରୀ ପଦ ଯାଇଛି

ଲଣ୍ଡନ, ୨୪ା୧: ପାକିସ୍ତାନ ବଂଶୋଦ୍ଭବ ବ୍ରିଟେନର ପୂର୍ବତନ ମନ୍ତ୍ରୀ ନୁସରତ ଗନି ରବିବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଏବଂ ତାଙ୍କ ସରକାରଙ୍କ ବିରୋଧରେ ଗୁରୁତର...

ସିନ୍ଧୁ ନଦୀରେ ବେକେ ପାଣିରେ ବୁଡ଼ି ଯୁବକ କଲେ ରିପୋର୍ଟିଂ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇସଲାମାବାଦ୍‌,୨୮।୭: ଏବେ ସୋସିଆଲ୍‌ ମିଡ଼ିଆରେ ରିପୋର୍ଟିଂ କରୁଥିବା ଜଣେ ଯୁବକଙ୍କ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଯୁବକ ଜଣକ ହେଉଛନ୍ତି ଅଜଦର ହୁସେନ୍‌। ସେ ପାକିସ୍ତାନର...

ସମୁଦ୍ର ପତ୍ତନଠାରୁ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌

ଓ୍ବାଶିଂଟନ,୧।୬: କରୋନା ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ଦେଶରେ ନାନା ପ୍ରକାର ଗବେଷଣା ଜାରି ରହିଛି। ସମୁଦ୍ର ପତ୍ତନଠାରୁ ଅଧିକ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ...

ମସୁଦ୍‌ ଅଜହରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବ ଜାତିସଂଘ: ଚାଇନା ଭିଟୋ ଅଧିକାର ନେବ ଫେରାଇ

ଓ୍ବାଶିଂଟନ, ୧।୫: ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଅଜହରଙ୍କୁ ଜାତିସଂଘରେ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବା ପାଇଁ ଏବେ ଆଉ କୌଣସି ବାଧା ନାହିଁ।...

ଶ୍ରୀଲଙ୍କାରେ ପ୍ରତି ସପ୍ତାହରେ ହୁ ହୁ ବଢୁଛି ପେଟ୍ରୋଲ, ଡିଜେଲ

କଲମ୍ବୋ,୧୩ା୬: ଆସନ୍ତା ମାସରୁ ଇନ୍ଧନ ରାଶନ ଯୋଜନା ଆରମ୍ଭ କରିବାକୁ ଶ୍ରୀଲଙ୍କା ସରକାର ଯୋଜନା କରିଛନ୍ତି। ଏହା ଅଧୀନରେ ପେଟ୍ରୋଲ ପମ୍ପରେ ପଞ୍ଜୀକୃତ ଗ୍ରାହକଙ୍କୁ ସାପ୍ତାହିକ...

Advertisement
Archives

Model This Week