ଜାଲରେ ପଡ଼ିଲା ବିରଳ ମାଛ ସୋଲପାଟିଆ

ଚାନ୍ଦବାଲି, ୭।୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଧାମରା ମୁହାଣ ଚନ୍ଦିନୀପାଳରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି ବିରଳ ପ୍ରଜାତିର ମାଛ ସୋଲପାଟିଆ। ବଜାରରେ ଏହି ମାଛର ଦାମ୍‌ ଅଧିକ ରହିଥିବା ବେଳେ ୭ଟି ମାଛକୁ କେଜି ପ୍ରତି ୮ହଜାର ୭୦୦ ଟଙ୍କା ଦରରେ ୧ଲକ୍ଷ ୮ହଜାର ୪୦୦ ଟଙ୍କାରେ ବିକ୍ରି କରାଯାଇଛି। ମଙ୍ଗଳବାର ଧାମରା ଗଭୀର ସମୁଦ୍ରରୁ ଏହି ବିରଳ ପ୍ରଜାତିର ମାଛକୁ ମତ୍ସ୍ୟଜୀବୀମାନେ ଜାଲରେ ଧରିଥିଲେ। ମାଛ କୂଳକୁ ଆଣିବା ପରେ ନିଲାମ ଧରିବା ପାଇଁ ନିଲାମଧାରୀଙ୍କ ଭିଡ଼ ଜମିଥିଲା। କୋଲକାତାର ଜଣେ ବ୍ୟବସାୟୀ ନିଲାମ ଧରିଥିଲେ। ଏହି ମାଛ କିଣି ସେ ଚେନ୍ନାଇର ଏକ ମେଡିସିନ କମ୍ପାନୀକୁ ବିକ୍ରି କରିଥିବା ଜଣାଯାଇଛି। ବିଭିନ୍ନ ପ୍ରକାର ଔଷଧ ପାଇଁ ଏହି ମାଛର ତେଲ ଓ ଚର୍ବି ବ୍ୟବହାର ହେଉଥିବାରୁ ଏହାର ଦର ଅଧିକ ରହିଛି ବୋଲି ମତ୍ସ୍ୟଜୀବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଉପରେ ନଜର ରଖିବ ‘ଦୃଷ୍ଟି’

ବେଙ୍ଗାଲୁରୁ,୪ା୫: ବେଙ୍ଗାଲୁରୁର ସ୍ପେସ୍‌ ଷ୍ଟାର୍ଟଅପ୍‌ ଗାଲାକ୍ସଆଇ ରବିବାର ଏହାର ପ୍ରଥମ ବ୍ୟବସାୟିକ ସାଟେଲାଇଟ୍‌ ‘ଦୃଷ୍ଟି’କୁ କାଲିଫର୍ନିଆର ଭଣ୍ଡେନ୍‌ବର୍ଗରୁ ସ୍ପେସ୍‌ଏକ୍ସର ଫାଲ୍‌କନ-୯ ରକେଟ ସହାୟତାରେ କକ୍ଷପଥରେ ସ୍ଥାପନ କରିଛି। ଏହା…

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri