ଭୁବନେଶ୍ୱର, ୫।୯: ସୋମାନୀ ସେରାମିକ୍ସ ଲିମିଟେଡ଼ (ଏସସିଏଲ)ର ନୂତନ ତଥା ଏକ୍ସକ୍ଲୁସିଭ ଆଉଟଲେଟ ନିକଟରେ କଟକ ତ୍ରିଶୁଳିଆ ନିକଟସ୍ଥ ବାଙ୍କି ରୋଡସ୍ଥିତ ପାଟପୁର ମୀରାମଣ୍ଡପଠାରେ ଉଦଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଏସସିଏଲର ସ୍ବୀକୃତିପ୍ରାପ୍ତ ଡିଲର ସତ୍ୟମ କନଷ୍ଟ୍ରକସନ ଆନୁକୂଲ୍ୟରେ ଉକ୍ତ ଆଉଟଲେଟର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ସୋମାନୀ ସେରାମିକ୍ସ ଲିମିଟେଡ଼ର ବରିଷ୍ଠ ଉପସଭାପତି ସୁଜିତ କୁମାର ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସତ୍ୟମ କନଷ୍ଟ୍ରକସନର ସ୍ବତ୍ୱାଧିକାରୀ(ପ୍ରୋପ୍ରାଇଟର) କମଲ କୁମାର ସିକାରିଆ, କେଶବ ସିକାରିଆ,କୁମାର ମଙ୍ଗଳମ ସିକାରିଆ,ଓମପ୍ରକାଶ ସିକାରିଆ ଏବଂ ଉମେଶ ସିକାରିଆ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ପ୍ରାୟ ୬ ହଜାର ବର୍ଗଫୁଟ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଉକ୍ତ ଶୋ‘ରୁମରେ ସୋମାନୀର ବିଭିନ୍ନ ଭେରାଇଟିର ଟାଇଲ୍ସ ମହଜୁଦ ରହିଥିବା ବେଳେ ୧୫ ହଜାର ବର୍ଗଫୁଟ ପରିମିତ ଜାଗାରେ ସୋମାନୀ ମାର୍ବଲ୍ସ ଏବଂ ଗ୍ରାନାଇଟି ଆଦି ମହଜୁଦ ରହିଛି। ସେହିଭଳି ଉଦଘାଟନୀ ଉତ୍ସବରେ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଗ୍ରାହକମାନେ ସୋମାନୀର ଟାଇଲ୍ସ, ମାର୍ବଲ ଏବଂ ଗ୍ରାନାଇଟ୍ ଆଦି ସୁଲଭ ମୂଲ୍ୟରେ ପାଇପାରିବେ। ସେହିପରି ଗ୍ରାହକଙ୍କ ଆବଶ୍ୟକତା ସାଙ୍ଗକୁ ବଜାର ଚାହିଦା ପୂରଣ କରିବା ଏବଂ ଗ୍ରାହକଙ୍କୁ ଗୁଣାତ୍ମକ ସାମଗ୍ରୀ ଯୋଗାଇବାବାକୁ ଗୁରୁତ୍ୱ ଦିଆଯାଉଛି। ଉଲ୍ଲେଖଯୋଗ୍ୟ, ଏସସିଏଲ ବର୍ତ୍ତମାନ ୮୦ରୁ ଅଧିକ ଦେଶରେ କାରବାର କରୁଥିବାବେଳେ ଭାରତରେ ୫୦୦ରୁ ଅଧିକ ସ୍ବତନ୍ତ୍ର ଷ୍ଟୋର ଏବଂ ୧୫ହଜାରରୁ ଅଧିକ ଡିଲର୍ସ ଏବଂ ସବଡିଲର୍ସ ରହିଛନ୍ତି।
ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା
ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…
IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍ମ୍ୟାନ, ୩୭ ବର୍ଷ ବୟସରେ…
ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…
ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ
ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ…
ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ
ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…
ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…
Archives

