Posted inଜାତୀୟ

ଭାଙ୍ଗିଲା ଚାରମିନାରର କିଛି ଅଂଶ

ହାଇଦ୍ରାବାଦ,୨।୫: ଆନ୍ଧ୍ର ପ୍ରଦେଶରେ ଥିବା ୪ଶହ ବର୍ଷ ପୁରୁଣା ଚାରମିନାରର କିଛି ଅଂଶ ଭାଙ୍ଗି ଯାଇଥିବା ଜଣାପଡିଛି। ବୁଧବାର ରାତିରେ ଏହାର ଏକ ଖମ୍ବର କିଛି ଅଂଶ ଭାଙ୍ଗି ଯାଇଛି। ହେଲେ ଏଥିରେ କେହି ମୃତାହତ ହୋଇ ନାହାଁନ୍ତି। ସୂଚନାଯୋଗ୍ୟ, କିଛିଦିନ ତଳେ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେଶନ ଓ ଏନ୍‌ଟିପିସି ଏକ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଏଥିରେ ଚାରମିନାରର ସୌନ୍ଦର୍ଯ୍ୟକରଣକୁ ନେଇ କାମ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର...

ଲୋକ ସଭା, ବିଧାନସଭାରେ ଆଉ ୧୦ ବର୍ଷ ବଢ଼ିବ ସଂରକ୍ଷଣ

ନୂଆଦିଲ୍ଲୀ,୫ା୧୨(ପି.ଟି.): ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି)ଙ୍କ ଲାଗି ସଂରକ୍ଷଣ ସୁବିଧା ଆଉ ୧୦ ବର୍ଷ ବଢ଼ାଇବା...

୪ ଲଶ୍କର ସହାୟକ ଗିରଫ…

ଶ୍ରୀନଗର,୨୪।୨ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରୁ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଚାରିଜଣ ସହାୟକଙ୍କୁ ସୁରକ୍ଷା ବାହିନୀ ଗିରଫ କରିଛନ୍ତିି। ପୋଲିସ ମୁଖପାତ୍ର କହିଛନ୍ତି ଯେ...

‘କଂଗ୍ରେସ ପାଇଁ ଐତିହାସିକ ମୁହୂର୍ତ୍ତ’

ନୂଆଦିଲ୍ଲୀ,୭।୯: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ବୁଧବାର ‘ଭାରତ ଯୋଡ ଯାତ୍ରା’କୁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରିଛନ୍ତି। ବୁଧବାର କଂଗ୍ରେସ ପକ୍ଷରୁ ‘ଭାରତ...

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮...

ନୀତୀଶ୍‌ଙ୍କ ନେତୃତ୍ୱକୁ ବିରୋଧ: ଏକାକୀ ନିର୍ବାଚନ ଲଢ଼ିବ ଏଲ୍‌ଜେପି

ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରବିବାର ଏନ୍‌ଡିଏରେ ଫାଟ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ୍‌ କୁମାରଙ୍କୁ ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)...

ରାମାୟଣର ପ୍ରସାରଣ ପରେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରୁଛନ୍ତି ଦର୍ଶକେ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଦୂରଦର୍ଶନରେ ପୁଣିଥରେ ରାମାୟଣ ଧାରାବାହିକ ପ୍ରସାରଣ ହେବା...

ଦିଲ୍ଲୀ ହିଂସା ନେଇ ଅନୁପମ-ଚେତନ ମୁହାଁମୁହିଁ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏହାକୁ ନେଇ ବଲିଉଡ୍‌ ଅଭିନେତା ଅନୁପମ ଖେର୍‌ ଏବଂ ଲେଖକ ଚେତନ...

Advertisement
Archives

Model This Week