ଲଘୁଚାପର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ

ଭୁବନେଶ୍ୱର,୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଓ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି। ୩ ତାରିଖ ଠାରୁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri