Posted inଜାତୀୟ

ଦେଶର ବିକଶିତ ଅର୍ଥ ବ୍ୟବସ୍ଥା ନେଇ କିଛି ଲୋକଙ୍କ ମନ ଜଳିପୋଡ଼ି ଯାଉଛି: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୧୨ : ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ସଂସଦର କିଛି ଲୋକ ଦେଶର ବିକଶିତ ଅର୍ଥନୀତି ପ୍ରତି ଇର୍ଷା କରୁଛନ୍ତି। ସେମାନଙ୍କକର ମନ ଜଳିପୋଡ଼ି ଯାଉଛି। ଭାରତ ହେଉଛି ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି କିନ୍ତୁ ଏଥିରେ ବିରୋଧୀଙ୍କ ସମସ୍ୟା ରହିଛି। ଭାରତର ବିକାଶ ପାଇଁ ସମସ୍ତେ ଗର୍ବିତ ହେବା ଉଚିତ କିନ୍ତୁ କିଛି ଲୋକ ଏହାକୁ ପରିହାସ ଭାବରେ ଗ୍ରହଣ କରୁଛନ୍ତି ।

ଅର୍ଥମନ୍ତ୍ରୀ ସୀତାରମଣ ଆହୁରି କହିଛନ୍ତି ଯେ ପ୍ରତ୍ୟେକ ମୁଦ୍ରା ବିରୋଧରେ ଭାରତୀୟ ଟଙ୍କା ମଜବୁତ ହୋଇଛି। ବଜାରରେ ହସ୍ତକ୍ଷେପ କରିବା ପାଇଁ ରିଜର୍ଭ ବ୍ୟାଙ୍କ ବୈଦେଶିକ ମୁଦ୍ରା ଭଣ୍ଡାର ବ୍ୟବହାର କରିଛି ଯାହା ନିଶ୍ଚିତ କରିଛି ଯେ ଡଲାର ମୂଲ୍ୟର ଅସ୍ଥିରତା ଅଧିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri