Posted inଜାତୀୟ

ଅଗଷ୍ଟ ୧୫ରେ ବନ୍ଦରହିବ ଏହି ସବୁ ରାସ୍ତା, ବଦଳିଲା ବସ୍‌ର ରୁଟ୍‌

ନୂଆଦିଲ୍ଲୀ, ୧୩।୦୮: ଦେଶର ରାଜଧାନୀରେ ସ଼୍ବାଧୀନତା ଦିବସ ପାଇଁ ଲାଲ୍‌କିଲ୍ଲାରେ ଆୟୋଜିତ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ କାରଣରୁ ବିଭିନ୍ନ ରାସ୍ତା ବନ୍ଦ କରିଦିଆଯିବ । ଦିଲ୍ଲୀ ଟ୍ରାଫିକ୍‌ ପୋଲିସ୍‌ ଏନେଇ ଆଡ୍‌ଭାଇଜାରି ଜାରି କରିଛି । ଏହି ଆଡ୍‌ଭାଇଜାରିରେ କୁହାଯାଇଛି ଯେ ରାଜଧାନୀର କେତେକ ରାସ୍ତା ସକାଳ ୪ଟାରୁ ଦିନ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ।

ଏହି ରାସ୍ତାଗୁଡ଼ିକ ବନ୍ଦ ରହିବ –

ନେତାଜୀ ସୁଭାଷ ମାର୍ଗ: ଦିଲ୍ଲୀ ଗେଟ୍‌ରୁ ଚାଟା ରେଳ ପର୍ଯ୍ୟନ୍ତ
ଲୋଥିଆନ ରୋଡ: ଜିପିଓ ଦିଲ୍ଲୀ ଠାରୁ ଚାଟୋ ରେଳ ପର୍ଯ୍ୟନ୍ତ
ଏସପି ମୁଖାର୍ଜୀ ମାର୍ଗ: ଏଚ୍‌ସି ସେନ ମାର୍ଗ ଠାରୁ ଯମୁନା ବଜାର ଚୌକ ପର୍ଯ୍ୟନ୍ତ
ଚାନ୍ଦନୀ ଚୌକ ରୋଡ: ଫଉଣ୍ଟେନ୍‌ ଚୌକ ଠାରୁ ଲାଲ କିଲ୍ଲା ପର୍ଯ୍ୟନ୍ତ
ନିଶାଦ ରାଜ ମାର୍ଗ: ରିଙ୍ଗ ରୋଡରୁ ନେତାଜୀ ସୁଭାଷ ମାର୍ଗ ପର୍ଯ୍ୟନ୍ତ
ଏସପ୍ଲାନେଡ ରୋଡ ଏବଂ ଏହାର ଲିଙ୍କ ରୋଡ ଠାରୁ ନେତାଜି ସୁଭାଷ ମାର୍ଗ ପର୍ଯ୍ୟନ୍ତ
ରିଙ୍ଗ ରୋଡ: ରାଜଘାଟରୁ ଆଇଏସ୍‌ବିଟି ପର୍ଯ୍ୟନ୍ତ
ଆଉଟର୍‌ ରିଙ୍ଗ ରୋଡ: ଆଇଏସ୍‌ବିଟି ଠାରୁ ଆଇପି ଫ୍ଲାଏ ଓଭର (ସାଲିମଗଡ ବାଇପାସ) ପର୍ଯ୍ୟନ୍ତ


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri