ଭୋଜନକୁ ନେଇ କିଛି ନିୟମ: ଜାଣି ରଖନ୍ତୁ…

ଭୋଜନ କରିବା ଜୀବନର ଏକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ। ଏହାଦ୍ୱାରା ଶରୀରକୁ ଶକ୍ତି ମିଳେ। କିନ୍ତୁ ବେଳେବେଳେ ଭୋଜନ କରିବା ସମୟରେ ଆମେ ଜାଣତରେ ହେଉ ଅବା ଅଜାଣତରେ ଏଭଳି କିଛି କାର୍ଯ୍ୟ କରିଥାଉ; ଯଦ୍ଦ୍ବାରା ଅନ୍ନର ଅପମାନ ହୋଇଥାଏ। ଆସନ୍ତୁ ଜାଣିବା ଭୋଜନ ସହ ଜଡ଼ିତ ସେମିତି କିଛି ନିୟମ ସମ୍ପର୍କରେ…

ଭୋଜନ କରିବାକୁ ଗୋଟେ ଥର ବସିଲେ ପେଟପୂରା ଖାଦ୍ୟ ଖାଇସାରିକି ହିଁ ଉଠିବା ଦରକାର। ଖାଇବା ସମୟରେ ବାରମ୍ବାର ଉଠିକି ଯିବାଦ୍ୱାରା ଖାଦ୍ୟର ଅପମାନ ହୋଇଥାଏ।

ଛାଡ଼ିଥିବା ଖାଦ୍ୟକୁ ଦ୍ୱିତୀୟ ଥର ଖାଇବା ଠିକ୍‌ ନୁହେଁ କିମ୍ବା ଅଧିକ ଭୋଜନ କରିବା ମଧ୍ୟ ଶରୀର ପକ୍ଷେ ହିତକର ନୁହେଁ।
ଅଇଁଠା ଖାଦ୍ୟ କାହାରିକୁ ପରଷିବା କିମ୍ବା ଅନ୍ୟର ଅଇଁଠା ଖାଦ୍ୟକୁ ନିଜେ ଖାଇବା ବି ଉଚିତ ନୁହେଁ।

ସେହିପରି ଅଇଁଠା ମୁହଁରେ କୁଆଡ଼େ ଯିବା ଆଦୌ ଶୁଭଦାୟକ ନୁହେଁ। ଯଦି ଅତି ଜରୁରୀ ପଡୁଛି, ତା’ହେଲେ ଖାଉଥିବା ସମୟରେ କିଛି ପାଣି ପିଇକି ଆପଣ ଉଠିକି ଯାଇପାରିବେ।

ଭୋଜନ ସର୍ବଦା ଆନନ୍ଦ ମନରେ କରିବା ଦରକାର। ଯଦି ଏହାର ପ୍ରସ୍ତୁତିରେ କିଛି ତ୍ରୁଟି ରହିଯାଇଛି ତା’ହେଲେ ବି ତା’ର ଅପମାନ କରିବା ଠିକ୍‌ ନୁହେଁ।

ଭୋଜନ କରିବା ସମୟରେ ଖାଦ୍ୟକୁ ତଳେ ପକାଇବା କିମ୍ବା ଅଯଥାରେ ଖାଦ୍ୟ ନଷ୍ଟ କରିବା ମଧ୍ୟ ଆଦୌ ଶୁଭ ଲକ୍ଷଣ ନୁହେଁ।
ଯଦି ଏହି ସବୁ ନିୟମରେ ଖିଲାପ କରାଯାଏ, ତା’ହେଲେ ମା’ ଲକ୍ଷ୍ମୀ ରୋଷ କରିଥାନ୍ତି ଆଉ ଘରେ ଅଶାନ୍ତି ସୃଷ୍ଟି ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ବର୍ଷ ପରେ ବୁଧ-ମଙ୍ଗଳ ଗଠନ କରିବେ ଦଶାଙ୍କ ଯୋଗ: ମେଷ-କନ୍ୟା ସମେତ ଏହି ୫ ରାଶିଙ୍କ ସହ ଘଟିବ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୪ ଅଗଷ୍ଟ ୨୦୨୬ ଦିନ ଦ୍ୱିପ୍ରହର ୧୨ଟା ୩୭ ମିନିଟରେ ବୁଧ ଓ ମଙ୍ଗଳ ଗ୍ରହ ବର୍ଷ ପରେ ଦଶାଙ୍କ ଯୋଗ ଗଠନ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri