ସମ୍ପର୍କର ଡୋରି ସେବେ ଦୁର୍ବଳ ହୋଇଯାଏ…

ନୀରବତା ଓ ଧୈର୍ଯ୍ୟଠାରୁ ବଡ଼ କୌଣସି ଗୁଣ ନାହିଁ। ନୀରବତା ଦ୍ୱାରା ସମସ୍ତ ପରିସ୍ଥିତିକୁ ସାମ୍ନା କରାଯାଇପାରେ ଓ ଧୈର୍ଯ୍ୟ ଦ୍ୱାରା ସମସ୍ତ ବିପଦକୁ ପାରି କରାଯାଇପାରେ।

*ଶ୍ରଦ୍ଧାରୁ ଜ୍ଞାନ ମିଳିଥାଏ, ନମ୍ରତାରୁ ମାନ ମିଳିଥାଏ ଏବଂ ନିଜ ଯୋଗ୍ୟତାରୁ ସ୍ଥାନ ମିଳିଥାଏ। ଆଉ ଯେବେ ଏଇ ତିନୋଟି ଯାକ ମିଶିଯାଏ ସେବେ ମଣିଷକୁ ସମ୍ମାନ ମିଳିଥାଏ।

*ସମ୍ପର୍କର ଡୋରି ସେବେ ଦୁର୍ବଳ ହୋଇଯାଇଥାଏ, ଯେବେ ଲୋକେ ନିଜ ଲୋକଙ୍କୁ ପର ଓ ପର ଲୋକଙ୍କୁ ନିଜର ଭାବିବାରେ ଲାଗିଯାନ୍ତି।

*ସମ୍ମାନ ଏମିତି ଏକ ନିବେଶ ଅଟେ, ଯାହାକି ଆମେ ଯେତେ ଅଧିକ ଅନ୍ୟକୁ ଦେଇଥାଉ ତାହା ସେତେ ଅଧିକ ସୁଧ ସହିତ ଆମକୁ ମିଳିଥାଏ।

*ନିଜ ଭିତରେ ଥିବା ଅହଂକାରକୁ ବାହାର କରିଦେଇ ନିଜକୁ ହାଲ୍‌କା କରିବା ଦରକାର। କାରଣ ଉପରକୁ ସେହିମାନେ ଉଠିଥାନ୍ତି, ଯେଉଁମାନେ ହାଲ୍‌କା ହୋଇଥାନ୍ତି।

*ନିଜ ସୁଖ ପାଇଁ କରାଯାଇଥିବା କର୍ମ ସୀମିତ ସୁଖ ଦେଇଥାଏ, କିନ୍ତୁ ପରୋପକାର ପାଇଁ କରାଯାଇଥିବା କର୍ମ ନିତ୍ୟ ନୂତନ ଆନନ୍ଦ ଦେଇଥାଏ।

*କୌଣସି ମନୁଷ୍ୟର ବର୍ତ୍ତମାନର ଅବସ୍ଥା ଦେଖି ତାହାର ଭବିଷ୍ୟତକୁ ଉପହାସ କରିବା ଠିକ୍‌ ନୁହେଁ କାହିଁକି ନା; ଭବିଷ୍ୟତର ଏପରି ଶକ୍ତି ରହିଛି, ସେ ଗୋଟିଏ କୋଇଲାକୁ ମଧ୍ୟ ସୁନାରେ ପରିଣତ କରିପାରିବ।

*ଦୀପ ମାଟିର ହେଉ କି ସୁନାର, ସେଇଟା ମହତ୍ତ୍ୱପୂର୍ଣ୍ଣ ନୁହେଁ; ଏହା କେତେ ପରିମାଣର ସ୍ଥାନକୁ ଆଲୋକିତ କରୁଛି ତାହା ମହତ୍ତ୍ୱପୂର୍ଣ୍ଣ। ସେହିପରି ମଣିଷ ଗରିବ ହେଉ କି ଧନୀ, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ; ସୁନ୍ଦର ବ୍ୟବହାର ସବୁଠୁ ମହତ୍ତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri