ବାସ୍ତୁ ଅନୁସାରେ କିପରି ହେବା ଦରକାର ପ୍ରବେଶ ଦ୍ୱାର, ଜାଣନ୍ତୁ…

ଘରର ପ୍ରବେଶ ଦ୍ୱାରକୁ ସର୍ବଦା ସଫାସୁତୁରା ଆଉ ସୁନ୍ଦର ରଖିବା ଦରକାର। କାରଣ ଏହା ହେଉଛି ଘର ପାଇଁ ଖୁସିର ଦ୍ୱାର। ତେଣୁ ବାସ୍ତୁଶାସ୍ତ୍ର ଅନୁସାରେ ଘରର ପ୍ରବେଶ ଦ୍ୱାର କିପରି ହେବା ଦରକାର ଆସନ୍ତୁ ଜାଣିନେବା ସେ ସମ୍ପର୍କରେ…

* ଘରର ମୁଖ୍ୟ ପ୍ରବେଶ ଦ୍ୱାରରେ ଲାଗିଥିବା କବାଟ ଘରର ଅନ୍ୟ କବାଟ ତୁଳନାରେ ଟିକେ ବଡ଼ ହେବା ଦରକାର; ଯଦ୍ଦ୍ବାରା ଏହା ମଧ୍ୟ ଦେଇ ଘର ମଧ୍ୟକୁ ଭରପୁର ଆଲୋକ ଆସିପାରୁଥିବ।

* ପ୍ରବେଶ ଦ୍ୱାରରେ ଯେ କୌଣସି ମାଙ୍ଗଳିକ ଚିହ୍ନ ସିଏ ସ୍ବସ୍ତିକ ହେଉ ଅବା ଓମ୍‌ କିମ୍ବା କଳସ ଇତ୍ୟାଦିର ଚିହ୍ନ କରିବା ଘର ପାଇଁ ଶୁଭ ହୋଇଥାଏ।

* ଘରର ମୁଖ୍ୟ ପ୍ରବେଶ ଦ୍ୱାର ଦୁଇ ଫାଳ ହୋଇ ଭିତରକୁ ଖୋଲୁଥିଲେ; ଘରେ ସୁଖଶାନ୍ତି ବଢିଥାଏ ବୋଲି ବିଶ୍ୱାସ କରାଯାଏ।

* ସେହିପରି ମୁଖ୍ୟ ପ୍ରବେଶ ଦ୍ୱାରର ଠିକ୍‌ ସମ୍ମୁଖରେ ଘରର ଅନ୍ୟ କୌଣସି କବାଟ ରହିବା ଆଦୌ ଠିକ୍‌ ନୁହେଁ।

* ମୁଖ୍ୟ ପ୍ରବେଶ ଦ୍ୱାର ନିକଟରେ ଅଣ୍ଡରଗ୍ରାଉଣ୍ଡ ଟାଙ୍କି ରହିବା ମଧ୍ୟ ଘର ପାଇଁ ଶୁଭଙ୍କର ହୋଇ ନଥାଏ।

* ପ୍ରବେଶ ଦ୍ୱାରରେ ଧୂଳି ଜମିବା ଠିକ୍‌ ନୁହେଁ। ଏହାକୁ ଖୋଲିବା କିମ୍ବା ବନ୍ଦ କରିବା ସମୟରେ ଏଥିରୁ କର୍କଶ ଶବ୍ଦ ବାହାରିବା ମଧ୍ୟ ବାସ୍ତୁ ଅନୁଯାୟୀ ଭଲ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri