ରାଜପଥରେ କିଏ ଛାଡ଼ିଗଲା ବାଇକ୍‌, ଲୋକେ ଭୟଭୀତ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ୫୯ ନଂ ଜାତୀୟରାଜପଥର କାରିପାଙ୍ଗାଠାରେ ଏକ ଅଜଣା ଲୋକ ବାଇକ୍‌ ଛାଡ଼ି ପଲାଇଯାଇଥିବା ନେଇ ବିଭିନ୍ନ କଳ୍ପନାଜଳ୍ପନା କରାଯାଉଛି ଏହାକୁ ନେଇ ଲୋକମାନେ ଯେତିକି ଭୟଭୀତ ସେତିକି ଚର୍ଚ୍ଚା ମଧ୍ୟ ହେଉଛି। କିଏ କାହିଁକି ଏଭଳି ରାଜପଥ ଉପରେ ବାଇକ୍‌ ଛାଡ଼ି ଯାଇଛି ନା ଆଉ କିଛି ରହସ୍ୟ ଲୁଚି ରହିଛି ସେନେଇ ଏବେ ଚାରିଆଡ଼େ ଚର୍ଚ୍ଚା।

ପ୍ରକାଶ ଯେ, ଶୁକ୍ରବାର ବିଳମ୍ବିତ ରାତିରୁ ଉକ୍ତ ରାଜପଥ ଉପରେ ଏକ ବାଇକ୍‌ ନଂ (ଓଆର ୧୨ ବି ୦୫୫୧)କୁ ରାଜପଥ ଉପରେ କେହି ଛାଡ଼ି ଚାଲିଯାଇଥିବା ବେଳେ ଶନିବାର ସକାଳ ୮ଟା ପର୍ଯ୍ୟନ୍ତ ତାକୁ ତାର ମାଲିକ ନ ନେବା ଜଣାପଡିଛି ରାଜପଥ ଉପରେ ଗୋରୁ ଶୋଉଥିବାବେଳେ ବାଇକ୍‌ଟି ଥିବା ଦେଖି କିଛି ଲୋକ ତାକୁ ରାଜପଥର କଡ଼କୁ ଘୁଞ୍ଚାଇ ରଖିଥିଲେ। ଖବର ଲେଖାହେବା ସୁଦ୍ଧା ବାଇକ୍‌ଟି ସେଠାରେ ହିଁ ରହିଛି। ପୋଲିସ ଏହାର ତଦନ୍ତ କରିବାକୁ ଅଞ୍ଚଳବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri