Posted inଫୁରସତ

ଟିକ୍‌ଟକ୍‌ କରୁଥିବାବେଳେ ଏମିତି କିଛି ଘଟିଲା ଯୁବତୀଙ୍କ ସହ

ଆଜିର ଯୁବପିଢି ଟିକଟକ୍‌ ଆପରେ ଭିଡିଓ ସେୟାର କରି ରାତାରାତି ଷ୍ଟାର ହେବାର ସ୍ବପ୍ନ ଦେଖୁଛନ୍ତି। ଅନେକ ମଧ୍ୟ ଏଥିରେ ସଫଳତା ହେଉଛନ୍ତି। ସେହିପରି ଅଧିକାଶଂ ଯୁବପିଢି ଟିକଟକ୍‌ ଭିଡିଓ ପ୍ରସ୍ତୁତ କଲାବେଳେ ଦୁର୍ଘଟଣାର ସମ୍ମୁଖୀନ ହେଉଥିବା ନଜିର ରହିଛି। ତେବେ ସୋସିଆଲ ମିଡିଆରେ ବର୍ତ୍ତମାନ ଏକ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ଯୁବତୀ ଟିକ୍‌ଟକ୍‌ ଭିଡିଓ କରୁଥିବାବେଳେ ତାଙ୍କ ଜଙ୍ଘକୁ ଏକ କୁକୁର କାମୁଡି ଦେଇଥିବା ଦେଖିବାକୁ ମିଳିଛି।

ଏହି ଭିଡିଓରେ ଯୁବତୀ ଜଣକ ନାଚୁଥିବାବେଳେ ପଛ ପଟୁ ଏକ କୁକୁର ତାଙ୍କୁ କାମୁଡି ଦେଇଛି। ଅନେକ ଲୋକ ଏହି ଭିଡିଓଟିକୁ ଲାଇକ କରିଥିବାବେଳେ ଅନେକ କମେଣ୍ଟ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା...

୫୦ ଭରି ଓଜନର ସୁନା ପିନ୍ଧି କୁଲ୍‌ଫି ବିକୁଛନ୍ତି ଏହି ଗୋଲ୍ଡେନ ମ୍ୟାନ୍‌

ଜଣେ ସାଧାରଣ କୁଲ୍‌ଫି ବିକାଳି ଯେ ଏତେ ସୁନା ପିନ୍ଧି ପାରିବେ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ମାତ୍ର ଏହା ସତ। କୁଲ୍‌ଫି ବିକାଳି...

ପକେଟ ମନି ସଞ୍ଚୟ କରି ଗରିବ ପିଲାଙ୍କ ମୁହଁରେ ହସ ଫୁଟାଇଲେ ସ୍କଟଲାଣ୍ଡରୁ ଆସିଥିବା ପରିବାର

ଆଲିଗଢ,୨୫।୧୦: ସଂସ୍କୃତିରୁ ହିଁ ସଂସ୍କାରର ଜନ୍ମ ହୋଇଥାଏ। ଭାରତୀୟ ସଂସ୍କୃତିର ଏହି ସଂସ୍କାର ପାଇଁ ସାତ ସମୁଦ୍ର ପାର ହୋଇ ଦୀପାବଳି ମନାଇବାକୁ ଆସିଛନ୍ତି ସ୍କଟଲାଣ୍ଡର...

ପକେଟ୍‌ମାର କରି ମାସକୁ ୧୯ ଲକ୍ଷ ଟଙ୍କା କମାନ୍ତି ଏହି ମହିଳା, କିନ୍ତୁ ପାଖରେ ନାହିଁ ଗୋଟିଏ ଟଙ୍କା

ଲଣ୍ଡନ,୨୯।୧୨: ଆଜି ଆମେ ଏକ ଅଜବ ମହିଳାଙ୍କ ବିଷୟରେ କହିବାକୁ ଯାଉଛୁ, ଯେ କି ମାସକୁ ପକେଟମାର୍‌ କରି ଲକ୍ଷ ଲକ୍ଷ ଟଙ୍କା କମାନ୍ତି, କିନ୍ତୁ...

ଦୁଇଶହ ଅଣଚାଳିଶ ଟଙ୍କାର କଥା

ଭଗବାନଙ୍କ ଉଦ୍ଦେଶ୍ୟରେ ଆମ ପକେଟ୍‌ରୁ ଖର୍ଚ୍ଚ ହେଉଥିବା ପ୍ରତ୍ୟେକଟି ଟଙ୍କା କେବେ ପାଣିରେ ପଡ଼େ ନାହିଁ । ଗୋଟି ଗୋଟି କରି ଦିନେ ନା ଦିନେ...

ବ୍ୟକ୍ତିତ୍ୱ: ସ୍ବଦେଶ ଦୀପକ

ଭାରତୀୟ ନାଟ୍ୟ ସାହିତ୍ୟରେ ସ୍ବଦେଶ ଦୀପକ ନାମଟି ଏକ ଅତି ପରିଚିତ ନାମ। ବିଶେଷକରି ନାଟକ କଥା ଉଠିଲେ ତାଙ୍କ ରଚିତ ନାଟକ ‘କୋର୍ଟ ମାର୍ସଲ’ଟି...

ଏହି ଦ୍ୱୀପରେ ରହିଛି ପଥର ଜଙ୍ଗଲ…

ପୃଥିବୀର ବିଭିନ୍ନ ଅଞ୍ଚଳରେ ରହିଛି ବହୁ ରହସ୍ୟ। ବେଳେବେଳେ ଏସବୁ ଆଧୁନିକ ମଣିଷ ମନକୁ ବେଶ୍‌ ଆନ୍ଦୋଳିତ କରିଥାଏ। ଚାଇନାରେ ଏଭଳି ଏକ ରହସ୍ୟମୟ ଦ୍ୱୀପ...

ବୁଢା ବୟସରେ ୱେଡିଂ ଫଟୋ ଶୁଟ୍ ହେଲା ଭାଇରାଲ

ଥିରୁଭାନନ୍ତପୁରମ,୪ ।୧୦: କୁହାଯାଏ ପ୍ରେମ ସ୍ୱର୍ଗୀୟ । ଏହା କୌଣସି ବୟସ ବା ବାଧା ବନ୍ଧନକୁ ମାନେ ନାହିଁ । ଏହାର ଏକ ଜ୍ୱଳନ୍ତ ଉଦାହରଣ...

Advertisement
Archives

Model This Week