Posted inଜାତୀୟ

ବେଳେବେଳେ ବୁଲଡୋଜର ଓଲଟା ଚାଲିଥାଏ, ଅଖିଳେଶଙ୍କ କଟାକ୍ଷ…

ଲକ୍ଷ୍ନୌ,୨୦।୭ : ଉତ୍ତରପ୍ରଦେଶର ଜଳ ଶକ୍ତି ରାଷ୍ଠ୍ରମନ୍ତ୍ରୀ ଦୀନେଶ ଖଟିକଙ୍କ ଇସ୍ତଫା ଏବଂ ତାଙ୍କ ଦ୍ୱାରା ଅଣାଯାଇଥିବା ଭାଜପା ସରକାରଙ୍କ ବିରୋଧରେ ଅଭିଯୋଗକୁ ନେଇ ଏବେ ଦେଶରେ ଚର୍ଚ୍ଚା ଜାରି ରହିଛି। ଏନେଇ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଟୁଇଟ କରି ଦୀନେଶ ଖଟିକଙ୍କ ଚିଠି ବିଷୟରେ ପୋଷ୍ଟ କରି କଟାକ୍ଷ କରିଛନ୍ତି। ସେ ଲେଖିଛନ୍ତି ଯେ ବେଳେବେଳେ ବୁଲଡୋଜର ମଧ୍ୟ ଓଲଟା ଚାଲିଥାଏ।

ସେ ଲେଖିଛନ୍ତି ଯେ ଯେଉଁଠାରେ ମନ୍ତ୍ରୀ ହେବାର ଗୌରବ ନାହିଁ କିନ୍ତୁ ଦଳିତ ହେବାର ଅପମାନ ମିଳିଥାଏ, ଏଭଳି ଭେଦଭାବକାରୀ ଭାଜପା ସରକାରରୁ ଇସ୍ତଫା ଦେବା ଆମ ସମାଜର ମୂଲ୍ୟବୋଧକୁ ରଖିବାର ଏକମାତ୍ର ଉପାୟ।


Enter your email to get our daily news in your inbox.

All Right Reserved By Dharitri.Com

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri