ଭୁବନେଶ୍ୱର,୨।୯: ମାନବବାଦ୍ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ, ଧମକ ଭଳି ସଙ୍ଗୀନ ଅଭିଯୋଗ ରହିଛି। ଆଇପିସି ଦଫା ୩୬୩, ୩୬୪, ୨୦୧, ୧୨୦ ବି, ୩୪ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ଭୁବନେଶ୍ୱର,୨।୯: ମାନବବାଦ୍ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ, ଧମକ ଭଳି ସଙ୍ଗୀନ ଅଭିଯୋଗ ରହିଛି। ଆଇପିସି ଦଫା ୩୬୩, ୩୬୪, ୨୦୧, ୧୨୦ ବି, ୩୪ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...
ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...
ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...
ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...
ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...
ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି...
ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...
ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...
