ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା)୧୦।୭: ପାରଳାଖେମୁଣ୍ଡି ସହରର ଅର୍ଣ୍ଣପୂର୍ଣ୍ଣା ନଗର-୨ରେ ଜଣେ ପୁଅ ସମ୍ପତ୍ତି ପାଇଁ ନିଜ ମା’କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସମ୍ପତ୍ତି ପାଇଁ ପରିଣତ ବୟସରେ ମାଡ ମାରି ରକ୍ତାକ୍ତ କରିଥିବା ମା’ ହେମଲତା ସାହୁ ପୁଅ ନାଁରେ ଏତଲା ଦେଇଛନ୍ତି । ପୋଲିସ ନଂ. ୨୦୯/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ଗଜପତି View All
ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ
ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…
ବସ୍ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ
ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…
ପୁଣି ୪ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…
ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ
ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…
ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି
ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…
ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼
ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…
ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି
ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…
ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…
ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

