Odisha Elections 2024

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା ଦେବାରେ ବିଳମ୍ବ କରିବାରୁ ଶୁକ୍ରବାର ରାତିରେ ମଦ୍ୟପ ପୁଅ ମା’ଙ୍କୁ ପଟିପିଟି ହତ୍ୟା କରିଥିବା ଜଣାପଡିଛି। ମୃତ ମହିଳା ଜଣକ ହେଲେ ଈଶ୍ୱର ଚନ୍ଦ୍ର ନାଏକଙ୍କ ସ୍ତ୍ରୀ ଗୌରୀ ନାଏକ। ଖବର ପାଇ ଶନିବାର ତୁରୁମୁଙ୍ଗା ପୋଲିସ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରିଛି। ପୋଲିସ ଅଭିଯୁକ୍ତ ପୁଅ ସୁରେନ୍ଦ୍ର ନାଏକଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାମୁସାହିରେ ପାଣି ପାଇଁ ହାହାକାର

ଓଡ଼ଗାଁ,୧୮ା୫(ଆଦର୍ଶ କୁମାର ପଟ୍ଟନାୟକ): କିଛିଦିନ ତଳେ ପାଣି ଯୋଗାଣକୁ ନେଇ ରଙ୍ଗଣିପାଟଣା ପଞ୍ଚାୟତ ଜାମୁସାହି ଗ୍ରାମବାସୀ ବିଦ୍ୟୁତ୍‌ କାର୍ଯ୍ୟାଳୟ ଘେରାଉ କରି ଲାଇନ୍‌ ସଂଯୋଗ ପାଇଁ...

ଦୁର୍ଦ୍ଦଶାରେ ଡେରାବିଶ ଆଦର୍ଶ ବିଦ୍ୟାଳୟ

ଡେରାବିଶ, ୧୮ା୫(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ପ୍ରତିଷ୍ଠା ହୋଇଥିବା ଆଦର୍ଶ ବିଦ୍ୟାଳୟର ଦୁର୍ଦ୍ଦଶାର ଅନ୍ତ ଘଟୁନାହିଁ। ୨୦୨୨ ମସିହାରେ...

ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ମହିଳା

ରଘୁନାଥପୁର,୧୮ା୫(ରାଜେନ୍ଦ୍ର ନାରାୟଣ ସିଂହ):ପାଇଥିବା ମନିପର୍ସ ଫେରାଇ ସଚ୍ଚୋଟ ପଣିଆର ପରିଚୟ ଦେଇଛନ୍ତି ଜଣେ ମହିଳା। ସେ ହେଲେ ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମର ଅହମ୍ମଦ ରାଜା...

୮୬୭ ବୁଥ୍‌ରେ ହେବ ୱେବ୍‌କାଷ୍ଟିଂ

କେନ୍ଦ୍ରାପଡ଼ା,୧୮ା୫(ଜଗନ୍ନାଥ ଧଳ): ଜୁନ୍‌ ୧ରେ ସାଧାରଣ ନିର୍ବାଚନର ମତଦାନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୪୪୫ ମଧ୍ୟରୁ...

ନବ ଦାସଙ୍କ ପୁଅଙ୍କୁ ୪ ଘଣ୍ଟା ଜେରା କଲା ଆୟକର ବିଭାଗ

ଭୁବନେଶ୍ୱର,୧୮।୫: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗ ୪ ଘଣ୍ଟା...

ଦୋକାନ ଭିତରେ ପଶିଗଲା ବରଯାତ୍ରୀଙ୍କୁ ଧରି ଫେରୁଥିବା ଗାଡ଼ି

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ): ସଟର ଭାଙ୍ଗି ଦୋକାନ ଭିତରକୁ ପଶିଗଲା ସ୍କର୍ପିଓ। ଶୁକ୍ରବାର ବିଳମ୍ବିତ ରାତିରେ କଳାହାଣ୍ଡି ଜିଲା ଧର୍ମଗଡଠାରେ ଦ୍ରୁତ ଗତିରେ ବରଯାତ୍ରୀଙ୍କୁ ଧରି...

୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର

ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ...

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri