ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ ଫାଳିଆରେ ଅନ୍ଧା ଦୁନିଆ ବାଡେଇଲେ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ବଡାମପଦା ଗ୍ରାମରେ। ଗ୍ରାମର ପ୍ରମିଳା ବେହେରା ଘରେ ଏକୁଟିଆ ଥିବାବେଳେ ହଠାତ ଗତକାଲି ରାତ୍ର ସମୟରେ ସାନ ପୁଅ ରଂଜିତ ବେହେରା ଆସି ଏକ କାଠ ଫାଳିଆରେ ତାଙ୍କୁ ନିର୍ଘାତ ବାଡେଇ ଥିଲେ। କାଠ ଫାଳିଆରେ ବାଡେଇବା ସହିତ ଅଶ୍ଳୀଳ ଭାଷାରେ ଗାଳିଗୁଲଜ ମଧ୍ୟ କରିଥିଲା। ଫଳରେ ତାଙ୍କ ଦୁଇ ହାତ ଏବଂ ମୁଣ୍ଡ ସହିତ ଅଣ୍ଟାରେ ମଧ୍ୟ ମାଡ଼ ବସିଥିଲା। ମାଡ଼ ଫଳରେ ପ୍ରମିଳା ଗୁରୁତର ହୋଇପଡିଥିବା ବେଳେ ପାଟି କରିବାରୁ ପୁଅ ବୋହୂ ଆସି ତାଙ୍କୁ ଉଦ୍ଧାର କରିଥିଲେ ଏବଂ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରିଥିଲେ। ପ୍ରମିଳାଙ୍କ ଦେହରେ ଥିବା କ୍ଷତ ଚିହ୍ନ ହିଁ ବୟାନ କରୁଛି କେତେ ଭୟଙ୍କର ଥିଲା ପୁଅର ସେହି ଆକ୍ରମଣ। ଗୁରୁତର ଅବସ୍ଥାରେ ପ୍ରମିଳା ଏବେ ଉଦଳା ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ହର୍ମୁଜରେ ପୁଣି ଆକ୍ରମଣ, ଜାହାଜକୁ ଟାର୍ଗେଟ କଲା ଇରାନ, ଜାଣନ୍ତୁ କେଉଁ ଜାହାଜ ଉପରେ ହୋଇଛି ଆକ୍ରମଣ

ତେହରାନ,୨୬।୬: ଶାନ୍ତି ଚୁକ୍ତିନାମା ପରେ ହର୍ମୁଜ ପ୍ରଣାଳୀରେ ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଦେଖାଦେଇଛି। ଇରାନ ଏକ ଜାହାଜକୁ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଏହା…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକାଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri