ବାପାଙ୍କୁ ହାଣି ମାଟିରେ ପୋତିଦେଲେ ପୁଅ

ଦେବଗଡ଼,୮ା୧୦(ଶଶାଙ୍କ ଶେଖର ଝାଙ୍କର): ନିଜ ଜନ୍ମଦାତାଙ୍କୁ ଟାଙ୍ଗିଆରେ ହାଣି ମାଟିରେ ପୋତିଦେଇଛନ୍ତି ଜଣେ ନୃଶଂସ ପୁଅ। ଏଭଳି ଅଭାବନୀୟ କାଣ୍ଡ ଘଟିଛି ଦେବଗଡ଼ ଜିଲା
ବାରକୋଟ ଥାନା ଔତଳ ଗାଁରେ।

ସୂଚନା ଅନୁଯାୟୀ, ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ ଥିବା ଏକ ମେଣ୍ଢାକୁ ବିକ୍ରି ପାଇଁ ଜିଦ୍‌ ଧରିଥିଲେ। ମାତ୍ର ବାପା ବଳଭଦ୍ର ବେହେରା (୬୨) ଏହାକୁ ବିରୋଧ କରିବାରୁ ପୁଅ ହୃଦାନନ୍ଦ ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆରେ ବାପାଙ୍କୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ବାପାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ପୁଅ ନିଜ ବାପାର ମୃତଦେହକୁ ନିକଟସ୍ଥ ଜମି ହିଡ଼ରେ ଗାତ ଖୋଳି ପୋତି ଦେଇଥିଲେ। ଖବର ପାଇ ବରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବାହାର କରିବା ସହ ପୁଅଙ୍କୁ ଅଟକ ରଖିଛି। ଏଥି ସହିତ ପୋଲିସ ଟାଙ୍ଗିଆ, କୋଦାଳ ଆଦି ମଧ୍ୟ ଜବତ କରିଛି। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତାରେ ତଦନ୍ତ ଆରମ୍ଭ କରିଛି। ତେବେ ପୁଅ ହୃଦାନନ୍ଦର ମାନସିକ ଅବସ୍ଥା କିଛିଦିନ ହେବ ଠିକ ନ ଥିବା ଗ୍ରାମବାସୀ କହିଛନ୍ତି। ଏପରିକି ସେ ପରିବାର ସଦସ୍ୟଙ୍କୁ ମାଡ଼ପିଟ କରୁଥିବା ଶୁଣିବାକୁ ମିଳୁଛି।

Dharitri – Odisha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ITDA ଯନ୍ତ୍ରୀଙ୍କ ଧର୍ମଶାଳା ଘରେ ଚାଲିଛି ରେଡ୍‌, ମୋଟ୍‌ ୯ଟି ସ୍ଥାନରେ ରହିଛି…

ଧର୍ମଶାଳା,୬ା୬(ଶିବ ପ୍ରସାଦ ମହାନ୍ତି): ITDA ବାଲିଗୁଡ଼ା ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ…

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri