ବାପାଙ୍କ ବିଜୟ ଧାରା ଜାରି ରଖିଲେ ପୁଅ

ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି। ୨୬ ରାଉଣ୍ଡ ଗଣତି ଶେଷ ହେବା ବେଳକୁ ବିଜେଡିର ରୁଦ୍ର ପ୍ରତାପ ୨୦,୬୨୨ ଭୋଟରେ ଭାଜପାର ଆଶ୍ରିତ ପଟ୍ଟନାୟକଙ୍କୁ ହରାଇ ଦେଇଛନ୍ତି। ରୁଦ୍ର ୯୬୩୯୨ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୫୭୭୦ ଭୋଟ ପାଇଛନ୍ତି। କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ମାତ୍ର ୪,୨୩୭ ଖଣ୍ଡ ଭୋଟ ମିଳିଛି।

ଫଳାଫଳ ଘୋଷିତ ନ ହୋଇ ଥିଲେ ମଧ୍ୟ ପିପିଲି ବିଜେଡି କାର୍ଯ୍ୟାଳୟ ଆଗରେ କର୍ମୀ ଏବଂ ଜନସାଧାରଣ ବାଜା ବଜାଇ ନାଚିବା ସହ ରଙ୍ଗ ଖେଳି ଉତ୍ସବ ମନାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ମୋ ବିଶ୍ୱାସ ଭାଙ୍ଗିଦେଇଥିଲା ପୋଲିସ: ଜାଣନ୍ତୁ କାହିଁକି ଏମିତି କହିଲେ ବିଜୟ

ନୂଆଦିଲ୍ଲୀ,୧୦।୭: ୨୦୨୫ରେ କରୁରରେ ଘଟିଥିବା ଦୁଃଖଦ ଦଳାଚକଟା ଉପରେ ଗଭୀର ଦୁଃଖ ପ୍ରକାଶ କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କହିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଗଭୀର…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଶେଖ ହାସିନାଙ୍କ ବଡ଼ ଘୋଷଣା: ଏହିଦିନ ଫେରିବେ ସ୍ବଦେଶ

ଢାକା,୧୦।୭: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଚଳିତ ବର୍ଷ ଡିସେମ୍ବରରେ ସେ ବାଂଲାଦେଶ ଫେରିବେ ଏବଂ…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri