ଶ୍ବଶୁର ଘର ଗାଁରେ ଜ୍ବାଇଁର ମୃତ୍ୟୁ

କେସିଙ୍ଗା,୨୦।୫(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ପିଡବ୍ଲୁଡି ମୁଖ୍ୟ ରାସ୍ତା ପାଶ୍ୱରେ କୈଳାଶ ମାଝି(୩୫) ନାମକ ଜଣେ ଟ୍ରାକ୍ଟର ଡ୍ରାଇଭର ଗଳାରେ ଲୁଙ୍ଗି ବାନ୍ଧି ପଳାଶ ଗଛରେ ଆତ୍ମହତ୍ୟା କରିଛନ୍ତି।
କୈଳାଶ ଜଣେ ଟ୍ରାକ୍ଟର ଡ୍ରାଇଭର, ସେ କେସିଙ୍ଗା ବ୍ଲକର ନାସିଗା ଗ୍ରାମପଞ୍ଚାୟତର ପିପିଳଭା ଗ୍ରାମର ବାସିନ୍ଦା। କେସିଙ୍ଗା ବ୍ଲକର ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ନୃସିଂହ ମାଝୀଙ୍କ କନ୍ୟା କୁମାରୀ ମାଝୀଙ୍କୁ ସେ ପ୍ରେମ ବିବାହ କରିଥିଲା। କୈଳାଶ ଶଶ୍ୱୁର ଘର ଗାଁରେ କାହିଁକି ଆତ୍ମହତ୍ୟା କରିଛନ୍ତି ତାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏବେ ସନ୍ଦେହ ଘେରରେ ରହିଛି। ଏହି ଖବର ପୋଢ଼ଖମ୍ବ ଗ୍ରାମରେ ଶନିବାର ସକାଳେ ଜଣା ପଡିବାପରେ ଶିରୋଲ ଗ୍ରାମର ଗ୍ରାମରକ୍ଷୀ ସୁକେଶ ସେନାପତି କେସିଙ୍ଗା ଥାନାର ଅତିରିକ୍ତ ମହିଳା ଆଇ.ଆଇ.ସି ସ୍ନିଗ୍ଧା ରାଣୀ ସୁନା, ଏ.ଏସ.ଆଇ ଶ୍ରୀନିବାସ ବିଶ୍ୱାଳ ସମେତ ଭବାନୀପାଟଣାରୁ ସାଇଣ୍ଟିଫିକ ଟିମ୍‌ ଆସି ତଦନ୍ତ କରି ଜାରି ରଖିଛନ୍ତି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri