ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବାସନାପୁଟ ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ରାମଚନ୍ଦ୍ର ଉଲୁକା। ଅଭିଯୁକ୍ତ ଜ୍ୱାଇଁ ଶାତୁ ପ୍ରାସ୍କାଙ୍କୁ ପୋଲିସ ଗିରଫ କରିଛି।

ସୂଚନାଯୋଗ୍ୟ, ଶାତୁଙ୍କ ସ୍ତ୍ରୀ ଗର୍ଭବତୀ ଥିବାରୁ ସେ ଆସି ତାଙ୍କ ବାପଘରେ ରହୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ଶାତୁଙ୍କ ସ୍ତ୍ରୀଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ଶାତୁଙ୍କ ଶ୍ୱଶୁର ରାମଚନ୍ଦ୍ର ଝିଅକୁ ମେଡିକାଲରେ ଭର୍ତ୍ତି କରିଥିଲେ। ଶାତୁ ଖବର ପାଇ ମେଡିକାଲରେ ପହଞ୍ଚିଥିଲେ। ମୋତେ ନ ପଚାରି ମୋ ସ୍ତ୍ରୀକୁ କାହିଁକି ମେଡିକାଲ ଆଣିଲ ବୋଲି ଶ୍ୱଶୁରଙ୍କୁ ପ୍ରଶ୍ନ କରିଥିଲେ। ଏହି କଥାକୁ ନେଇ ଉଭୟ ଶ୍ୱଶୁର ଓ ଜ୍ୱାଇଁଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଶାତୁ ଏକ ଛୁରି ଆଣି ଶ୍ୱଶୁରଙ୍କୁ ଭୁସି ଦେଇଥିଲେ। ଶ୍ୱଶୁରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତରଖାନାରେ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri