ଶ୍ବଶୁର ଘର ପଛ ପଟୁ ମିଳିଲା ଜ୍ୱାଇଁଙ୍କ ମୃତଦେହ

ପାଟଣା,୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡାପଞ୍ଚାୟତ ଗଣ୍ଡବେଡା ବେହେରା ଗାଁର ଶ୍ବଶୁର ଘର ପଛ ପଟେ ଥିବା ବାଉଁଶ ଗଛରୁ ଜଣେ ୩୬ ବର୍ଷ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଘଟଗାଁ ଥାନା ପାନ ପଶି ଗାଁର ବିନୋଦ ବେହେରା।

ସୂଚନା ଅନୁଯାୟୀ, ବିନୋଦ ଦୀର୍ଘ ଦିନରୁ ଶ୍ବଶୁର ବିରଞ୍ଚିଙ୍କ ଘରେ ଘର ଜ୍ୱାଇଁ ଭାବେ ରହୁଥିଲେ। ସେ ସୋମବାର ସାରୁ ନିଖୋଜ ଥିବା ବେଳେ ମଙ୍ଗଳବାର ସକାଳୁ ଗାଁ ଲୋକେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଛେଦ ପାଇଁ ପଠାଇଛି। ଏନେଇ ପଟଣା ଥାନାରେ ୩୪/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri