ଶ୍ୱଶୁର ଘରକୁ ଆସି ବଜ୍ରପାତରେ ଗଲା ଜ୍ୱାଇଁଙ୍କ ଜୀବନ

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଖମଣ ଗ୍ରାମରେ ଜଣେ ୩୫ବର୍ଷୀୟ ଯୁବକଙ୍କ ବୁଧବାର ରାତିରେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପଣ୍ଡା ପଡ଼ା ଥାନା ଅଞ୍ଚଳର ଲକ୍ଷ୍ମଣ ମୁଣ୍ଡାଙ୍କ ପୁଅ ଈଶ୍ୱର। ସେ ନୂଆଖମଣ ଗ୍ରାମର ପାତ୍ର ମୁଣ୍ଡା (ଶ୍ୱଶୁର ଘର)କୁ ଆସିଥିବାବେଳେ ବୁଧବାର ଅପରାହ୍ନରେ ଗଛମୂଳରେ ଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ନେଇଥିଲେ ହେଁ ବୁଧବାର ରାତିରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ଆତଙ୍କବାଦୀ ଟାର୍ଗେଟ୍‌ରେ ରାଜଧାନୀ: ବଢିଲା ସୁରକ୍ଷା

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ଆତଙ୍କବାଦୀ ସତର୍କତା ଜାରି କରିଛନ୍ତି। ଗୋଇନ୍ଦା ସୂତ୍ରରୁ ଜଣାପଡିଛି ଯେ, ଲସ୍କର-ଏ-ତୋଇବା (LeT) ଆତଙ୍କବାଦୀମାନେ ଲାଲକିଲ୍ଲା…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri