ନୂଆପଡ଼ାରେ ବାପାଙ୍କୁ ଟପିଗଲେ ପୁଅ ଜୟ

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ୨୦୨୪ ନିର୍ବାଚନରେ ବର୍ତ୍ତମାନର ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବାପା ରାଜେନ୍ଦ୍ର ଢୋଲକିଆ ସେତେବେଳେ ବିଜେଡିରୁ ଲଢ଼ି ୬୧୮୨୨ ଖଣ୍ଡ ଭୋଟ୍‌ ପାଇଥିଲେ। ତେବେ ତାଙ୍କର ଦେହାନ୍ତ ପରେ ପୁଅ ଜୟ ଭାଜପାରେ ସାମିଲ ହୋଇ ଭାଜପାରୁ ପ୍ରାର୍ଥୀ ହୋଇ ନୂଆପଡ଼ା ଉପନିର୍ବାଚନ ଲଢୁଛନ୍ତି। ୧୩ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆ ୬୩ ହଜାରରୁ ଅଧିକ ଭୋଟ ପାଇ ବାପାଙ୍କୁ ଟପିଯାଇଛନ୍ତି।

୨୦୨୪ ନିର୍ବାଚନ ପରେ ଓଡ଼ିଶାରେ ଭାଜପା ପ୍ରଥମ ଥର ଏକୁଟିଆ ଶାସନକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଭାଜପା ଏହି ପ୍ରଥମ ନିର୍ବାଚନ ଲଢୁଛି। ତେଣୁ ଏକ ଭଲ ଭୋଟ୍‌ ବ୍ୟବଧାନରେ ବିଜୟୀ ହେବା ଭାଜପା ପାଇଁ ବହୁତ ଗୁରୁତ୍ୱ ରଖିବ। ୨୪ ବର୍ଷ ପରେ କ୍ଷମତାରୁ ଯିବା ପରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତାଙ୍କ ଦଳ ପ୍ରଥମ ଥର ବିରୋଧୀ ଦଳ ଭୂମିକାରେ ରହି ଏହି ଉପନିର୍ବାଚନ ଲଢୁଛନ୍ତି। ଗତ ସାଧାରଣ ନିର୍ବାଚନରେ ଉକ୍ତ ଆସନ ମଧ୍ୟ ବିଜେଡି ହାତରେ ରହିଥିଲା।

Dharitri – disha’sNo.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri