ଜାଣନ୍ତୁ ବାପାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ କ’ଣ କହିଲେ ପୁଅ

ବଲିଉଡ ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମିଥୁନଙ୍କ ସ୍ବାସ୍ଥ୍ୟକୁ ନେଇ ଅନେକ ଗୁଜବ ଉଠିଥିଲା। ଯାହାକୁ ନେଇ ତାଙ୍କ ପୁଅ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ସୂଚନା ଦେଇଛନ୍ତି ।
ମିଥୁନଙ୍କ ପୁଅ ମିମୋ ଚକ୍ରବର୍ତ୍ତୀ କହିଛନ୍ତି କି, ତାଙ୍କ ବାପା ମିଥୁନ ଚକ୍ରବର୍ତ୍ତୀଙ୍କୁ ଷ୍ଟୋନ ସମସ୍ୟା ହେତୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ କିଡନୀରେ ଏକ ଷ୍ଟୋନ ଚିହ୍ନଟ ହୋଇଥିଲା। ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିଲା। ଏବେ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଭଲ ଅଛି। ବର୍ତ୍ତମାନ ତାଙ୍କୁ ବାଙ୍ଗାଲୋରର ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିବା ପୁଅ ମିମୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ କିଣୁଥିବାବେଳେ ଏନ୍‌ସିବି ହାତରେ ଧରାପଡିଲେ ଟେଲି ଅଭିନେତ୍ରୀ ପ୍ରୀତିକା ଚୌହାନ

ମୁମ୍ବାଇ,୨୫।୧୦-ବଲିଉଡରେ ଡ୍ରଗ୍ସ କାରବାର ମାମଲାର ତଦନ୍ତ କରୁଛି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)। ଗତକାଲି ମୁମ୍ବାଇ ଏନ୍‌ସିବିର ଅଧିକାରୀମାନେ ମୁମ୍ବାଇର ଭର୍ସୋଭାରେ ଚଢାଉ କରି ୫...

ଡିନର୍‌ ଲାଗି ଏକାଠି ପହଞ୍ଚିଲେ ବିକ୍କି-କଟ୍ରିନା

ବମ୍ବେ: ଲୁଚିଛି ନା ଗୋଡ଼ ଦୁଇଟା ଦିଶୁଛି। ଏପରି କିଛି ଲୋକକଥା ବଲିଉଡ୍‌ ଅଭିନେତା ବିକ୍କି କୌଶଲ- ଅଭିନେତ୍ରୀ କଟ୍ରିନା କୈଫଙ୍କ ସମ୍ପର୍କ ପାଇଁ ପ୍ରଯୁଜ୍ୟ...

ଓଜନ ବଢାଇବାକୁ ଚାହୁଁଛନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁଙ୍କ ଜିରୋ ସାଇଜ୍‌ ଫିଗର ପରେ ଏହା ଯେମିତି ବଲିଉଡ୍‌ରେ ଏକ ପ୍ରକାର ଟ୍ରେଣ୍ଡ କରିବାରେ ଲାଗିଛି। ଫିଟ୍‌ନେସକୁ...

ସମୟ ହୋଇନି

କ୍ୟାଟ୍ରିନାଙ୍କୁ ସବୁ କଥା ପଚାରନ୍ତୁ ହେଲେ ମ୍ୟାରେଜ୍‌ କଥା ଉଠିଲେ ତାଙ୍କର ମୁହଁ ଆମ୍ବିଳା ହୋଇଯାଉଛି। ଏବେ କୁଆଡ଼େ ଘରସଂସାର କରିବାକୁ ତାଙ୍କୁ ସମୟ ହୋଇନାହିଁ।...

ସୁଧୁରୁଛି ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ, ୫।୯: ବଲିଉଡ୍‌ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତାର ଅପ୍‌ଡେଟ୍‌ ଆସିବାରେ ଲାଗିଛି। ନିକଟରେ ପ୍ରବଳ ଜ୍ୱର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ...

ସଞ୍ଜୟଙ୍କୁ ଭେଟିଲେ କଙ୍ଗନା

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ଏବେ ତାଙ୍କ କାମ ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେଉଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଏବେ ସେ ତାଙ୍କ...

କପିଲ ଶର୍ମାଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଅକ୍ଷୟ କୁମାର

ପ୍ରସିଦ୍ଧ ହାସ୍ୟ ଅଭିନେତା କପିଲ ଶର୍ମା ତାଙ୍କ ଶୋ’କୁ ନେଇ ପ୍ରାୟ ଚର୍ଚ୍ଚାରେ ରୁହନ୍ତି। ସାଧାରଣ ଲୋକଙ୍କ ବ୍ୟତୀତ ଫିଲ୍ମ ତାରକାମାନେ ମଧ୍ୟ ତାଙ୍କ ଶୋ’କୁ...

ପୁଣିଥରେ ନିର୍ମାଣ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ, ନଜର ଆସିବେ ଏହି ସୁପରଷ୍ଟାର

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ମୁଭି ‘ଟୟଲେଟ ଏକ ପ୍ରେମ କଥା’ର ପ୍ରଡ୍ୟୁସର ପ୍ରେରଣା ଆରୋରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ ପ୍ଲାନ କରୁଛନ୍ତି। ଲିଡ ରୋଲରେ...

Advertisement
Archives

Model This Week