ବାପ ରହୁଥିବା ଘରେ ନିଆଁ ଲଗାଇଦେଲେ ପୁଅ

ଚୌଦାର/୨୯/୪(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା କପାଲେଶ୍ୱର୍‌ ନୂଆସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ମାଗୁଣି ବେହେରା ନାମ ଜଣେ ବ୍ୟକ୍ତି ଘରେ ନ ଥିବା ବେଳେ ତାଙ୍କ ପୁଅ ମାନସ ନିଶାସକ୍ତ ଅବସ୍ଥାରେ ନିଆଁ ଲଗାଇ କେଉଁଆଡେ ଫେରାର ହୋଇଯାଇଛନ୍ତି। ମାଗୁଣି ଏହା ଏକମାତ୍ର ଘର ଥିଲା। ଖବର ପାଇ ଚୌଦ୍ୱାର ଦମକଳ ଓ ଚୌଦାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri