ନିଜ ବିବାହକୁ ନେଇ ଉତ୍ତର ରଖିଲେ ସୋନାକ୍ଷି

ମୁମ୍ବାଇ: ବଲିଉଡ ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନାଙ୍କ ବିବାହ କେବେ ହେଉଛି କିଏ ହେଉଛନ୍ତି ତାଙ୍କର ଜୀବନସାଥି ଏସବୁ ଜାଣିବାକୁ ତାଙ୍କ ପ୍ରଶଂସକଙ୍କର ଉତ୍ସାହ ଖୁବ୍ ଅଧିକ । ନିକଟରେ ଏକ ବାର୍ତ୍ତାଳାପ ସମୟରେ ସୋନାକ୍ଷି ତାଙ୍କ ବିବାହକୁ ନେଇ ଏକ କଡା ଉତ୍ତର ଦେଇଛନ୍ତି । ଅନ ଲାଇନରେ ସେ ତାଙ୍କ ପ୍ରଶଂସକଙ୍କ ସହ କଥା ହେଉଥିବା ସମୟରେ ଜଣେ ୟୁଜର୍ସ ପ୍ରଶ୍ନ କରିଥିଲେ ଆପଣ କେବେ ବିବାହ କରୁଛନ୍ତି । ହେଲେ ଏହାର ଉତ୍ତରରେ ସୋନାକ୍ଷି କହିଥିଲେ ସମସ୍ତଙ୍କୁ କୋଭିଡ ହେଉଛି ତାମାନେ କ’ଣ ମୋତେ ବି କୋଭିଡ ହେବ । ବଦଙ୍ଗ ଗର୍ଲଙ୍କ ଏଭଳି ଉତ୍ତରକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ସୂଚନାଯୋଗ୍ୟ, ସୋନାକ୍ଷି ଶେଷ ଥର ପାଇଁ ଅଜୟ ଦେବଗନଙ୍କ ଷ୍ଟାରର ଫିଲ୍ମ ‘ଭୁଜ: ଦ ପ୍ରାଇଡ ଅଫ୍ ଇଣ୍ଡିଆ’ରେ ଦେଖାଦେଇଥିଲେ । ଫିଲ୍ମରେ ସଞ୍ଜୟ ଦତ୍ତ ଓ ନୋରା ଫତେହି ବି ଥିଲେ । ଏବେ ସୋନାକ୍ଷି ତାଙ୍କ ୱେବ ସିରିଜ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri