ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ଅଭିନେତ୍ରୀ, ଦାମ୍‌ ରହିଛି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା କିଛି ନା କିଛି କାରଣକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ଏହି ଅଭିନେତ୍ରୀ ମୁମ୍ବାଇର ସମୁଦ୍ର କୂଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଛନ୍ତି। ଅଭିନେତ୍ରୀଙ୍କ ଏହି ବିଳାସପୂର୍ଣ୍ଣ ଘରର ମୂଲ୍ୟ କୋଟି କୋଟି ଟଙ୍କା ବୋଲି କୁହାଯାଉଛି।

ସୋନାକ୍ଷୀ ସିହ୍ନା ବାନ୍ଦ୍ରା ରିକ୍ଲେମେଶନ, ବାନ୍ଦ୍ରା ଓ୍ବେଷ୍ଟରେ ରଙ୍ଗ ଶାରଦା ଅଡିଟୋରିୟମ ନିକଟ ୮୧ ଓରେଟେରେ ୪,୨୦୦ ବର୍ଗଫୁଟର ଆପାର୍ଟମେଣ୍ଟ କିଣିଛନ୍ତି। ଯାହାର ଦାମ୍‌ ୧୧ କୋଟି ଟଙ୍କା ବୋଲି କୁହାଯାଉଛି। ଅଗଷ୍ଟ ୨୯ରେ ପ୍ରୋଜେକ୍ଟ ପ୍ରମୋଟର୍ସ ପିରାମିଡ ଡେଭଲପର୍ସ ଏବଂ ସୋନାକ୍ଷୀଙ୍କ ମା’ ପୁନମ ସିହ୍ନାଙ୍କ ମଧ୍ୟରେ ଅଭିନେତ୍ରୀଙ୍କ ତରଫରୁ ପଞ୍ଜୀକୃତ ହୋଇଥିବା ବିକ୍ରୟ ଚୁକ୍ତିନାମା ଅନୁଯାୟୀ, ଆପାର୍ଟମେଣ୍ଟଟି ବାନ୍ଦ୍ରା, କେସି ରୋଡ୍‌ର ବିଲ୍ଡିଂର ୨୬ ମହଲାରେ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri