ମାଲଦ୍ୱୀପରେ ସୋନାକ୍ଷୀ

ମୁମ୍ବାଇ: ଗତ କିଛିଦିନ ହେବ ଭାରତୀୟ ସେଲିବ୍ରିଟିଙ୍କ ପାଇଁ ମାଲଦ୍ୱୀପ ଏକ ପ୍ରମୁଖ ଡେଷ୍ଟିନେଶନ ପାଲଟି ଯାଇଛି । ସୋସିଆଲ ମିଡିଆରେ କେତେଜଣ ସେଲିବ୍ରିଟି ମାଲଦ୍ୱୀପର ସୁନ୍ଦର ସମୁଦ୍ର କୂଳର ଦୃଶ୍ୟ ଶେୟାର କରୁଥିବା ଦେଖାଯାଇଛି । ନିକଟରେ ବଲିଉଡ୍‌ର ଦବଙ୍ଗ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବି ଛୁଟି କାଟିବାକୁ ମାଲଦ୍ୱୀପ ଯାଇଥିବା ଜଣାପଡିଛି । ସେଠାରେ ସେ ଏନଜୟ କରିବା ସହ ମଝିରେ ମଝିରେ କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରୁଥିବା ଦେଖାଯାଇଛି । ଆଉ ଏହି ଫଟୋ ସବୁ ତାଙ୍କ ପ୍ରଶଂସକଙ୍କ ମନକୁ ବେଶ୍ ପାଉଛି । କରୋନାର ପ୍ରକୋପ ଶେଷ ହୋଇ ନ ଥିଲେ ବି ବେଶ୍ କିଛିଦିନ ଘରେ ରହି ଏବେ ଟିକେ ମନକୁ ହାଲ୍‌କା କରିବାକୁ କେତେଜଣ ସେଲିବ୍ରିଟି ବିଦେଶ ଗସ୍ତ କରୁଥିବା ଦେଖାଯାଇଛି । ଏବେ ସୋନାକ୍ଷୀ ମାଲଦ୍ୱୀପରେ ଛୁଟି କାଟୁଥିବା ବେଳେ ସମୁଦ୍ର କୂଳରେ ଏକ ଶିପ ଉପରେ ବସି ସୂର୍ଯ୍ୟାସ୍ତ ଦୃଶ୍ୟ ଉପଭୋଗ କରୁଥିବାର ଏକ ଫଟୋ ସେ ତାଙ୍କ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଫଟୋଟି ଶେୟାର କରିବା ସହ ଅଭିନେତ୍ରୀ ଲେଖିଛନ୍ତି ଏଥିରେ କୌଣସି ଫିଲଟର କରାଯାଇ ନାହିଁ । ତେବେ ଫଟୋରେ ସୋନାକ୍ଷୀ ଯେତିକି ସୁନ୍ଦର ଲାଗୁଛନ୍ତି ତାଠାରୁ ଅଧିକ ସୁନ୍ଦର ଲାଗୁଛି ସୂର୍ଯ୍ୟାସ୍ତର ଦୃଶ୍ୟ ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri