ଗର୍ଭବତୀ ଅଛନ୍ତି ସୋନାକ୍ଷୀ! ମେଡିକାଲରେ ପହଞ୍ଚିଲେ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଏବଂ ଜହିର ଇକବାଲଙ୍କ ବିବାହର ୧୫ ଦିନ ବିତି ନାହିଁ, କିନ୍ତୁ ଅଭିନେତ୍ରୀ ଗର୍ଭବତୀ ଥିବା ଜୋରଦାର ଆଲୋଚନା ଆରମ୍ଭ ହୋଇଛି। ସୋସିଆଲ ମିଡିଆରେ ଚର୍ଚ୍ଚା ହେଲାଣି କି, ସୋନାକ୍ଷୀ ଏବଂ ଜହିର ଖୁବ୍‌ଶୀଘ୍ର ସେମାନଙ୍କର ପ୍ରଥମ ସନ୍ତାନକୁ୍‌ ସ୍ବାଗତ କରିବାକୁ ଯାଉଛନ୍ତି । ଏହି କାରଣରୁ ଦୁହେଁ ଶୀଘ୍ର ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ ।

ଇନଷ୍ଟାଣ୍ଟ ବଲିଉଡ ଓ ରେଡିଡ୍ଟ ପୋଷ୍ଟରେ ଦାବି ହୋଇଛି ଯେ, ସୋନାକ୍ଷୀ ସିହ୍ନା ଜହିରଙ୍କ ସନ୍ତାନର ମା ହେବାକୁ ଯାଉଛନ୍ତି। ତେଣୁ, ସେମାନେ ଶୀଘ୍ର ରେଜେଷ୍ଟ୍ରି ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ । ଆସନ୍ତୁ ଜାଣିବା ଏହି ପୋଷ୍ଟ ପଛର ସତ୍ୟତା କ’ଣ?

 

View this post on Instagram

 

A post shared by Instant Bollywood (@instantbollywood)

ସୋନାକ୍ଷୀ ସିହ୍ନା ଏବଂ ଜହିର ଇକବାଲ ଜୁନ ୨୩ରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଭୟ ପରିବାର ଏବଂ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ବିବାହ କରିଛନ୍ତି। ବର୍ତ୍ତମାନ ଏହି ଦମ୍ପତି ସେମାନଙ୍କର ହନିମୁନ ଉପଭୋଗ କରୁଛନ୍ତି । ଏହି ସମୟରେ ସୋନାକ୍ଷୀ ମାଆ ହେବା ନେଇ ଆଲୋଚନା ହୋଇଛି। ନିକଟରେ ଅଭିନେତ୍ରୀ ନିଜ ସ୍ବାମୀଙ୍କ ସହିତ ହସ୍ପିଟାଲ ବାହାରେ ନଜର ଆସିଥିଲେ, ସେତେବେଳେ ତାଙ୍କ ଗର୍ଭବତୀ ବିଷୟରେ ଅନେକ ଆଲୋଚନା ହୋଇଥିଲା । ତେବେ ଏହା ଗୁଜବ ପୋଲି ପ୍ରମାଣିତ ହୋଇଥିଲା । ଅର୍ଥାତ୍‌ ସୋନାକ୍ଷୀ ଡାକ୍ତରଖାନାରେ ପିତା ଶତ୍ରୁଘ୍ନ ସିହ୍ନାଙ୍କୁ ଭେଟିବାକୁ ଆସିଥିଲେ।

ତେବେ ଭାଇରାଲ ପୋଷ୍ଟକୁ ନେଇ ସୋନାକ୍ଷୀ କିମ୍ବା ତାଙ୍କ ସ୍ବାମୀ ଜହିର ଇକବାଲଙ୍କ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ଏପରିକି ଉଭୟ ପରିବାର ଏପରି କୌଣସି ସୂଚନା ଦେଇନାହାଁନ୍ତି ଯାହା ସୋନାକ୍ଷୀ ସିହ୍ନା ପ୍ରକୃତରେ ଗର୍ଭବତୀ ବୋଲି ଦର୍ଶାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri