ବ୍ଲାକ ଆଉଟ ଫିଟ୍‌ରେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ୍ ନାୟିକା ସୋନାକ୍ଷୀ ସିହ୍ନା ନିକଟରେ ଏକ ଫଟୋ ଶୁଟ୍ କରିଛନ୍ତି । ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ । ବ୍ଲାକ ଆଉଟ୍‌ଫିଟ୍‌ରେ ଖୁବ୍ ସୁନ୍ଦର ଲାଗୁଛନ୍ତି ଏହି ନାୟିକା । ଏଥିରେ ସେ ସ୍ଲିମ ଲାଗୁଛନ୍ତି । ଯାହାକୁ ଦେଖିଲା ପରେ ତାଙ୍କ ପ୍ରଶଂସକମାନେ କମେଣ୍ଟ ଦେଇ ଚାଲିଛନ୍ତି । ସୋସିଆଲ ମିଡିଆରେ ଆକ୍ଟିଭ ଥିବା ସୋନାକ୍ଷୀ ଏମିତି କିଛି ଫଟୋ ଶେୟାର କରିବା ପରେ ଏବେ ଏହା ଭାଇରାଲ ହେଉଛି । ବଲିଉଡ୍ ନାୟିକା ସୋନାକ୍ଷୀ ପ୍ରଥମେ ସଲମାନଙ୍କ ଅଭିନୀତ ଫିଲ୍ମ ଦବଙ୍ଗରୁ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ଏବେ ସେ ଜଣେ ଆଗ ଧାଡିର ନାୟିକା । ଏବେ ମୁଭି ‘ଭୁଜ’କୁ ନେଇ ଚର୍ଚ୍ଚାରେ ଅଛନ୍ତି ସୋନାକ୍ଷୀ । ଅଜୟ ଦେବଗନ ଷ୍ଟାରର ଏହି ଫିଲ୍ମରେ ସୋନାକ୍ଷୀ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri