ସୋନାକ୍ଷୀଙ୍କ ଭିନ୍ନ ଲୁକ୍‌

ମୁମ୍ବାଇ: କାନ୍ଧ ପର୍ଯ୍ୟନ୍ତ ଲମ୍ବିଥିବା ଝୁମ୍‌କା, ଧଳା ରଙ୍ଗର ପଲାଜୋ ଶୁଟ୍‌, ଗୋଲାପି ମ୍ୟାଟ ଲିପଷ୍ଟିକ, ହାତରେ ମୋଟା ସୁନା ମୁଦି ଏମିତି ଲୁକ୍‌ରେ ଦେଖାଦେଇଛନ୍ତି ଶତ୍ରୁଘ୍ନ ସିହ୍ନାଙ୍କ ଝିଅ ତଥା ବଲିଉଡ୍ ବିୟୁଟି ସୋନାକ୍ଷୀ ସିହ୍ନା । ଏହାର ଫଟୋ ସେ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି । ସବୁବେଳେ ଅନ୍ୟ ନାୟିକାଙ୍କଠାରୁ ସାମାନ୍ୟ କମ୍ ମେକ୍‌ଅପ୍ ନେବାକୁ ପସନ୍ଦ କରନ୍ତି ସୋନାକ୍ଷୀ । ଏଥର ବି ସେମିତି ଲୁକରେ ଦେଖାଦେଇଛନ୍ତି ନାୟିକା । ନିଜର ହାଲ୍‌କା-ଫୁଲ୍‌କା ଅନ୍ଦାଜରେ ଦର୍ଶକଙ୍କ ହୃଦୟ ଜିତି ପାରିଛନ୍ତି ସୋନାକ୍ଷୀ । ଏଥର କିନ୍ତୁ ତାଙ୍କର ଏହି ଲୁକ୍ କୌଣସି ଫିଲ୍ମ ଶୁଟିଂର ନୁହେଁ ବରଂ ଏକ ବିବାହ ଉତ୍ସବରେ ଯୋଗ ଦେବାର । ଏହି ଫଟୋ ଶେୟାର କରିବା ସମୟରେ ସେ ଯାହା ଭାବିଥିଲେ ଏବେ ତାହାହିଁ ହୋଇଛି । ଫଟୋଟି ଦେଖି ତାଙ୍କ ପ୍ରଶଂସକ ପଚାରିଛନ୍ତି କେବେ ବିବାହ କରୁଛନ୍ତି ସୋନାକ୍ଷୀ । ହେଲେ ସେ ସ୍ପଷ୍ଟ କରିଛନ୍ତି ଯେ ଏହା ତାଙ୍କ ବିବାହ ନୁହେଁ ବରଂ ତାଙ୍କ ସାଙ୍ଗର ବିବାହରେ ଯୋଗଦେବାକୁ ସେ ଏମିତି ଲୁକ୍‌ରେ ନଜର ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?