ବାନ୍ଦ୍ରା ସଡ଼କରେ ବୁଲେଟର ମଜା ନେଉଛନ୍ତି ଦବଙ୍ଗ ଗର୍ଲ

ମୁମ୍ବାଇ: ବଲିଉଡ ଦବଙ୍ଗଗର୍ଲ ଭାବେ ପରିଚିତ ସୋନାକ୍ଷୀ ସିହ୍ନାଙ୍କ ଭିନ୍ନରୂପ ଏବେ ଦେଖିବାକୁ ମିଳିଛି । ରୟାଲ ଏନଫିଲ୍ଡ ବୁଲେଟ ଚଢି ବାନ୍ଦ୍ରା ସଡ଼କ ଉପରେ ବୁଲୁଛନ୍ତି ଏହି ବଲିଉଡ୍ କୁଇନ୍ । ଭିନ୍ନ ଅନ୍ଦାଜରେ ତାଙ୍କୁ ଦେଖିବାକୁ ମିଳିଛି । ବ୍ଲାକ କଷ୍ଟ୍ୟୁମ ସହ ହ୍ୱାଇଟ କଲର ସୁ କ୍ୟାରିକରି ଖୁବ୍ ସୁନ୍ଦର ଲାଗୁଛନ୍ତି ସୋନାକ୍ଷୀ । ଏହାସହ ହେଲମେଟ କ୍ୟାରି କରିବାକୁ ବି ଭୁଲି ନାହାନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା । ବୁଲେଟ ଚଢି ବାନ୍ଦ୍ରା ରାସ୍ତାରେ ବୁଲୁଥିବାର କିଛି ଫଟୋ ସେ ସାସିଆଲ ମିଡିଆରେ ଶେୟାର କରିବା ପରେ ଏହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ନିକଟରେ ଫିଲ୍ମ ‘ଭୁଜ’ରେ ସାନାକ୍ଷୀ ନଜର ଆସିଥିବା ବେଳେ ତାଙ୍କ ଅଭିନୟକୁ ଦର୍ଶକେ ଖୁବ୍ ପସନ୍ଦ କରିଥିଲେ । ଆଉ ଏବେ ଖୁବଶୀଘ୍ର ସେ ‘କକୁଡା’ ଓ ‘ଶିବମ’ରେ ନଜର ଆସିବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?