ବୟ ଫ୍ରେଣ୍ଡଙ୍କ ସହ ନଜର ଆସିଲେ ସୋନାକ୍ଷୀ

ମୁମ୍ବାଇ: ବଲିଉଡ ଦବଙ୍କ ଲର୍ଗ ସୋନାକ୍ଷୀ ସିହ୍ନା ଏବେ ତାଙ୍କ ବୟ ଫ୍ରେଣ୍ଡଙ୍କୁ ନେଇ ଖୁବ୍ ଚର୍ଚ୍ଚାରେ । କିଛିଦିନ ହେବ ବିବାହକୁ ନେଇ ଗଣମାଧ୍ୟମର ପ୍ରଶ୍ନରେ ସାମାନ୍ୟ ହଡବଡେଇ ଯାଇଥିବା ସୋନାକ୍ଷୀ ଏବେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଡେଟିଂ କରୁଛନ୍ତି ।
ସୋନାକ୍ଷୀ ଏବେ ‘ନୋଟବୁକ’ ଆକ୍ଟର ଜହିର ଇକବାଲଙ୍କ ସହ ରିଲେସନଶିପରେ ଅଛନ୍ତି ବୋଲି କୁହାଯାଉଛି । ହେଲେ ଏ ସମ୍ପର୍କରେ ଏମାନେ କେହି କେବେ ଖୋଲା ଖୋଲି କଥା ହୋଇ ନାହାନ୍ତି । ତେବେ ସୋନାକ୍ଷୀ ତାଙ୍କ ର‌୍ୟୁମର୍ଡ ବୟଫ୍ରେଣ୍ଡ ଇକବାଲଙ୍କ ସହ ଡେଟରେ ଯାଉଥିବା ଜଣାପଡିଛି । ନିକଟରେ ଏହି ପ୍ରେମୀ ଯୁଗଳଙ୍କୁ ଏକ ବିବାହ ଉତ୍ସବରେ ଦେଖିବାକୁ ମିଳିଥିଲା । ସୋନାକ୍ଷୀ ବ୍ଲାକ କଲର ୱନ ଅଫସୋଲଡର ଶିମରି ବ୍ଲାକ ଡ୍ରେସ ସହ ହାଇହିଲରେ ନଜର ଆସିଥିଲେ ସୋନାକ୍ଷୀ କମ୍ ମେକ୍‌ଅପରେ ତାଙ୍କ ଲୁକକୁ କମ୍ପ୍ଲିଟ କରିଥିଲେ । ସେହିପରି ଇକବାଲ ବି କଳା ରଙ୍ଗର ପୋଷାକରେ ନଜର ଆସିଥିଲେ । ଇକବାଲ ଏଥିରେ ଖୁବ୍ ହ୍ୟାଣ୍ଡସମ ଲାଗୁଥିବା ବେଳେ ଅଭିନେତ୍ରୀ ବି କିଛି କମ୍ ସୁନ୍ଦର ଦେଖାଯାଉ ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?