ଚଳିତ ମାସରେ ବିବାହ କରିବେ ସୋନାକ୍ଷୀ!

ମୁମ୍ବାଇ: ବଲିଉଡର ଦବଙ୍ଗ ଗର୍ଲ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି, ଅଭିନେତ୍ରୀ ନିଜର ଦୀର୍ଘ ଦିନର ପ୍ରେମିକା ଜହିର ଇକବାଲଙ୍କୁ ବିବାହ କରିବେ। ଖବର ଅନୁଯାୟୀ, ସୋନାକ୍ଷୀ ସିହ୍ନା ୨୩ ଜୁନରେ ଜହିର ଇକବାଲଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ବିବାହ ପୂର୍ବରୁ, ତାଙ୍କର ପୁରୁଣା ସାକ୍ଷାତକାର ଭାଇରାଲ ହେଉଛି, ଯେଉଁଥିରେ ସେ ପ୍ରେମ ବିଷୟରେ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଛି। ସଞ୍ଜୟ ଲୀଲା ଭନସାଲୀଙ୍କ ଫିଲ୍ମ ହିରାମଣ୍ଡି: ହୀରା ବଜାରରେ ଫରିଦିନଙ୍କ ଭୂମିକା ପାଇଁ ସୋନାକ୍ଷୀ ଚର୍ଚ୍ଚାରେ ସମ୍ବାଦରେ ଅଛନ୍ତି।
ଖବର ଅନୁଯାୟୀ, ‘ଲୁଟେରା’ ଷ୍ଟାର ତାଙ୍କର ଦୀର୍ଘ ଦିନର ପ୍ରେମିକା ଜାହିର ଇକବାଲଙ୍କ ସହ ଜୁନରେ ସେ ଏକରୁ ଦୁଇ ହେବାକୁ ଯାଉଛନ୍ତି। ଏହି ଖବର ଆସିବା ମାତ୍ରେ ପ୍ରଶଂସକଙ୍କ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ସମସ୍ତେ ଅଭିନେତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହେଲେ ଏନେଇ କୌଣସି ଅଫିସିଆଲ ଘୋଷଣା କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri