ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଉଠାଇ ନେଇ ବିବାହ କରିବାକୁ ଚାହୁଁଥିଲେ ପାକିସ୍ତାନ କ୍ରିକେଟର୍‌

ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫, ଜାନୁଆରୀରେ ୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ନବେ ଦଶକରେ ବଲିଉଡରେ ନାୟିକା ଭାବେ ଏଣ୍ଟ୍ରି କରିଥିଲେ ସେ। ସେତେବେଳେ ତାଙ୍କର ସୌନ୍ଦର୍ଯ୍ୟ ପାଇଁ ସବୁଠାରୁ ଅଧିକ ଚର୍ଚ୍ଚିତା ହୋଇଥିଲେ ସେ। ତାଙ୍କର ଅନେକ ଦ୍ୱିୱାନା ଥିଲେ। ଜଣେ ଲୋକପ୍ରିୟ କ୍ରିକେଟ ତାରକା ମଧ୍ୟ ସାମିଲ ଥିଲେ। ପାକିସ୍ତାନୀ କ୍ରିକେଟର ସୋଏବ ଅଖତରଙ୍କ ସହ ସୋନାଲି ବେନ୍ଦ୍ରେଙ୍କର ନାଁ ଯୋଡା ହୋଇଥିଲା। ଏକଦା ରାଉଲପିଣ୍ଡି ଏକ୍ସପ୍ରେସ ନାଁରେ ବିଖ୍ୟାତ ସୋଏବ ସୋନାଲି ବେନ୍ଦ୍ରେଙ୍କ ପ୍ରେମରେ ଉବୁଟୁବୁ ହୋଇଥିଲେ। ସୋଏବ ଅଖତର ସୋନାଲିଙ୍କୁ ଏତେ ଭଲ ପାଉଥିଲେ ଯେ ସବୁବେଳେ ନିଜ ପର୍ସରେ ସୋନାଲିଙ୍କ ଫଟୋ ମଧ୍ୟ ରଖୁଥିଲେ। ସୋଏବ ଏକ ସାକ୍ଷାତକାରରେ ସ୍ବୀକାର କରିଥିଲେ ଯେ ଭାରତକୁ ଥରେ କ୍ରିକେଟ ମ୍ୟାଚ ପାଇଁ ଆସିଥିବା ବେଳେ ସୋନାଲି ବେନ୍ଦ୍ରେଙ୍କ ସହିତ ତାଙ୍କର ସାକ୍ଷାତ ହୋଇଥିଲା। ପ୍ରଥମ ଦେଖାରେ ହିଁ ସୋଏବଙ୍କୁ ସୋନାଲି ପସନ୍ଦ ଆସିଥିଲେ। ତେବେ ଏହା ଏକତରଫା ପ୍ରେମ ଥିଲା ବୋଲି କୁହାଗଲା ସୋନାଲିଙ୍କ ସମ୍ପର୍କରେ ଥରେ ସୋଏବ ଅଖତର ଏକ ପ୍ରତିକ୍ରିୟାରେ କହିଥିଲେ ଯେ ସୋନାଲି ତାଙ୍କର ପ୍ରସ୍ତାବ ସ୍ବୀକାର ନ କରନ୍ତି, ତେବେ ସେ ତାଙ୍କୁ ଅପହରଣ କରି ନେଇଯିବେ। ସୋନାଲି ୨୦୦୨ରେ ନିର୍ଦ୍ଦେଶକ ଗୋଲଡି ବହଲଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର

ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍‌ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ...

୫ ବର୍ଷ ଧରି ଡିପ୍ରେଶନରେ ଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅନେକ ମହିଳା ଗର୍ଭଧାରଣ ପରେ ଡିପ୍ରେଶନର ଶିକାର ହୁଅନ୍ତି। ଟିଭି ଅଭିନେତ୍ରୀମାନେ ମଧ୍ୟ ଏହି ପର୍ଯ୍ୟାୟ ଦେଇ ଗତି କରିଛନ୍ତି। ଏଥିମଧ୍ୟରୁ ଟେଲି ଅଭିନେତ୍ରୀ...

‘ପଠାନ’ରେ ଶାହାରୁଖଙ୍କ ଜବରଦସ୍ତ ଲୁକ୍‌

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାଁ ରଙ୍ଗିନ ଦୁନିଆରେ ପାଦ ରଖିବା ଅର୍ଥାତ୍ ବଲିଉଡରେ ଏଣ୍ଟ୍ରି କରିବାର ୩୦ ବର୍ଷ ପୂରଣ ହେଲାଣି । ଏହାରି...

୧୫ ବର୍ଷ ଧରି ଡେଟ୍‌ କରିଥିଲେ ମଧ୍ୟ ନାଗାର୍ଜୁନଙ୍କୁ ବିବାହ କରି ନ ଥିଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତା ଆକ୍କିନେନି ନାଗାର୍ଜୁନ। ଆଜି ତାଙ୍କର ଜନ୍ମଦିନ। ୨୯ ଅଗଷ୍ଟ, ୧୯୫୯ରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିବା ନାଗାର୍ଜୁନ ୬୧ବର୍ଷରେ ପାଦ...

ରିଲିଜ ହେଲା ସଲମାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କିସି କା ଭାଇ କିସି କି ଜାନ୍‌’

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘କିସି କା ଭାଇ କିସି କି ଜାନ୍‌’ ଶୁକ୍ରବାର ଇଦ ଅବସରରେ ପ୍ରେକ୍ଷାଳୟରେ ମୁକ୍ତିଲାଭ...

ପ୍ରଥମ ଦିନରେ ୪୦ କୋଟି ଆୟ କଲା ‘ଗଦର-୨’ , ଫିଲ୍ମକୁ ନେଇ ପ୍ରଶଂସା କଲେ ସଲମାନ

ମୁମ୍ବାଇ: ଅଭିନେତା ସନି ଦେଓଲଙ୍କ ‘ଗଦର-୨’ ଶୁକ୍ରବାର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଯାହାକୁ ନେଇ ସବୁଆଡେ ଆଲୋଚନା ହୋଇଛି। ‘ଗଦର’ର ପ୍ରଶଂସକମାନେ ଏହାର ସିକ୍ୱେଲକୁ ନେଇ...

ବିଗ୍‌ବିଙ୍କୁ ଶକ୍ତ ଚାପୁଡ଼ା ମାରିଥିଲେ ଏହି ଅଭିନେତ୍ରୀ

ଚଳଚ୍ଚିତ୍ର ଜଗତରେ ଶୁଟିଂ ସମୟରେ ଏପରି କିଛି ଘଟଣା ଘଟି ଥାଏ ଯାହା ସର୍ବଦା ସ୍ମରଣୀୟ। ଏପରି ଅନେକ କାହାଣୀ ଅଛି, ଯାହାକୁ ଅଭିନେତ୍ରୀ ୱାହିଦା...

ଇମ୍ରାନଙ୍କ ଉପରେ ଅଭିଯୋଗ ଆଣିଲେ ବିବେକ, କହିଲେ ‘କଶ୍ମିର ଫାଇଲ୍ସ’ର ଗୀତକୁ ବେଆଇନ ଭାବେ ବ୍ୟବହାର କରିଛନ୍ତି

ମୁମ୍ବାଇ,୧୨।୫:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗୁରୁବାର ମନି ଲଣ୍ଡରିଂ ମାମଲାରେ ଗିରଫ କରାଯାଇଥିଲା। ତେବେ ଇମ୍ରାନ ଗିରଫ ପୂର୍ବରୁ ଇନଷ୍ଟାଗ୍ରାମରେ ଏକ ଭିଡିଓ ସେୟାର...

Advertisement
Archives

Model This Week