ଓଟିଟିରେ ଡେବ୍ୟୁ କରିବେ ସୋନାଲି

ମୁମ୍ବାଇ: କିଛିଦିନ ହେବ ବଡ ପରଦାରୁ ଦୂରେଇ ରହିଥିବା ନାୟିକା ସୋନାଲି ବେନ୍ଦ୍ରେ ଖୁବଶୀଘ୍ର ଦ ବ୍ରୋକନ ନ୍ୟୁଜ ସହ ନିଜର ଡିଜିଟାଲ ଡେବ୍ୟୁ କରିବାକୁ ଯାଉଛନ୍ତି । ଏହା ଲୋକପ୍ରିୟ ବ୍ରିଟିଶ ସିରିଜ ପ୍ରେସର ଭାରତୀୟ ରୂପାନ୍ତର । ବିନୟ ବୈକୁଲଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ସିରିଜରେ ଜୟଦିପ ଅହଲାବତ, ଶ୍ରୀୟା ପିଲଗାଁଓକର, ଇନ୍ଦ୍ରନୀଲ ସେନଗୁପ୍ତା, ତାରୁକ ରୈନା, ଆକାଶ ଖୁରାନା ଓ କିରଣ କୁମାର ନଜର ଆସିବେ ।
ଶୋ’ରେ ଦେଖିାକୁ ମିଳିବ ମୁମ୍ବାଇରେ ଅବସ୍ଥିତ ଦୁଇଟି ପ୍ରତିଦ୍ୱନ୍ଦି ନ୍ୟୁଜ ଚ୍ୟାନେଲ, ଆୱାଜ ଭାରତି, ଏକ ସ୍ୱତନ୍ତ୍ର, ନୈତିକ ସମାଚାର ଚ୍ୟାନେଲ ଓ ଜୋଶ ୨୪ ଘଣ୍ଟା ସମାଚାର, ଯାହା ସମ୍ବେଦନଶୀଳ ତଥା ଆକ୍ରମଣାତ୍ମକ ସାମ୍ବାଦିକତା ପ୍ରଦାନ କରିଥାଏ ଏବଂ ସମ୍ବାଦ ସନ୍ଧାନରେ ମୁଖ୍ୟ ଚରିତ୍ରମାନଙ୍କ ମଧ୍ୟରେ କ’ଣ ଘଟିଥାଏ ତା’ ଉପରେ ନଜର ରଖିଥାଏ ।
ଏହି ପ୍ରୋଜେକ୍ଟ ଜି-ଫାଇବରେ ଷ୍ଟ୍ରିମ ହେବ । ଏହାର ମୂଳ ଲେଖା ପୁରସ୍କାର ବିଜେତା ଲେଖକ ମାଇକ ବାର୍ଟଲେଟଙ୍କ ଦ୍ୱାରା ଲେଖାଯାଇଛି । ଏହା ଏକ ଲୁକ ଆଉଟ ପଏଣ୍ଟ, ବିବିସି ଷ୍ଟୁଡିଓ ଓ ଡିପ ଇଣ୍ଡିଗୋ ପ୍ରଡକସନ ଅଟେ । ଯାହା ମାଷ୍ଟର ପିସ ସହ ସହ ନିର୍ମିତ ଅଟେ । ଏହା ୨୦୧୮ରେ ୟୁକେରେ ବିବିସି ୱାନ ଓ ୟୁଏଏସରେ ପିପିଏସ ମାଷ୍ଟରପିସରେ ପ୍ରସାରିତ ହୋଇଥିଲା । ଯାହାର ମୂଳ ଶୃଙ୍ଖଳା ଟିଭି ନ୍ୟୁଜ ରୁମ ପରିବର୍ତ୍ତେ ପ୍ରିଣ୍ଟ ନ୍ୟୁଜ ରୁମରେ ସେଟ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri