Posted inଜାତୀୟ

‘ମୋ ମା’ଙ୍କ ମୃତୁ୍ୟର ସିବିଆଇ ଯାଞ୍ଚ କରାଯାଉ’ ମୋଦିଙ୍କୁ ଚିଠି ଲେଖିଲେ ସୋନାଲିଙ୍କ ଝିଅ

ଚଣ୍ଡିଗଡ଼,୬ ।୯: ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଟିକଟକ ଷ୍ଟାର ସୋନାଲି ଫୋଗାଟଙ୍କ ମୃତୁ୍ୟ ମାମଲା ଏବେବି ରହସ୍ୟ ଘେରରେ । ଏହି ଘଟଣାକୁ ନେଇ ଏବେ ସାନାଲିଙ୍କ ଝିଅ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି । ଏହି ଚିଠିରେ ସେ ଲେଖିଛନ୍ତି ମୋ ମାଆଙ୍କ ମୃତୁ୍ୟର ସିବିଆଇ ଯାଞ୍ଚ କରାଯାଉ । ସୂଚନାଯୋଗ୍ୟ, ଗତ ମାସରେ ସୋନାଲି ଫୋଗାଟଙ୍କର ଗୋଆରେ ମୃତୁ୍ୟ ହୋଇଥିଲ । ଏବେ ଗୋଆ ପୋଲିସ ଏହି ମାମଲାର ଯାଞ୍ଚ କରୁଛି ।

ଯଶୋଧାରା ତାଙ୍କ ଚିଠିରେ ମାଆ ସୋନାଲି ଫୋଗାଟଙ୍କ ପାଇଁ ନ୍ୟାୟ ଭିକ୍ଷା କରିଛନ୍ତି । ସେ ଲେଖିଛନ୍ତି, ମୁଁ ସୋନାଲି ଫୋଗାଟଙ୍କ ଝିଅ ଯଶୋଧାରା ଫୋଗାଟ ସରକାରଙ୍କୁ ଅପିଲ କରୁଛି, ଏହି ମାମଲାର ଯାଞ୍ଚ ଗୋଆ ପୋଲିସରୁ ସିବିଆଇକୁ ଟ୍ରାନ୍ସଫର କରାଯାଉ । ସୂଚନାଯୋଗ୍ୟ, ସୋନାଲି ଫୋଗାଟଙ୍କ ମୃତୁ୍ୟ ମାମଲାକୁ ନେଇ ତାଙ୍କ ପରିବାର ପକ୍ଷରୁ ଲଗାତାର ସିବିଆଇ ଯାଞ୍ଚ ଦାବି କରାଯାଉଛି । ପରିବାରର ଅଭିଯୋଗ ଯେ ଗୋଆ ପୋଲିସ ମାମଲାର ଉଚିତ ଯାଞ୍ଚ କରୁନାହିଁ । ସୋନାଲି ଫୋଗାଟଙ୍କ ପୁରୁତା ବିକାଶ ସିଂଘମାର ନିକଟରେ ଅଭିଯୋଗ କରିଥିଲେ କି ଗୋଆ ପୋଲିସ ଉପରେ ରାଜନୈତିକ ଚାପ ରହିଛି । ସେଥିପାଇଁ ଆମେ ଏହି ମାମଲାର ସିବିଆଇ ଯାଞ୍ଚ ଦାବି କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri