Posted inଜାତୀୟ

ସୋନାଲି ଫୋଗାଟ ମୃତ୍ୟୁ ମାମଲା: ପରିବାରର ଦାବି ସମ୍ପତ୍ତି ପାଇଁ କରାଯାଇଛି ହତ୍ୟା, ଝିଅର ଜୀବନ ପ୍ରତି ରହିଛି ବିପଦ

ପଣଜୀ,୨୭ ।୮: ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ତଥା ଟିକ୍‌ଟକ୍ ଷ୍ଟାର ସୋନାଲି ଫୋଗାଟ ମୃତ୍ୟୁ ମାମଲାରେ ତାଙ୍କର ଭାଇଙ୍କ ଅଭିଯୋଗ କ୍ରମେ ପୋଲିସ ସୋନାଲିଙ୍କ ପିଏ ସୁଧିର ସାଙ୍ଗୱାନ ଓ ଅନ୍ୟ ଜଣେ ସହଯୋଗୀ ସୁଖବିନ୍ଦରଙ୍କୁ ଗିରଫ କରିଛି । ଏହି ମାମଲାରେ ହୋଟେଲ ମାଲିକ ସମେତ ଜଣେ ଡ୍ରଗ୍ସ ପେଡଲରଙ୍କୁ ବି ଗିରଫ କରାଯାଇଛି । ଏପର୍ଯ୍ୟନ୍ତ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନକୁ ନେଇ ସୋନାଲଙ୍କ ପରିବାର ସନ୍ତୁଷ୍ଟ ଥିବା ଗଣ ମାଧ୍ୟମକୁ କହିଛନ୍ତି ।
ସୋନାଲିଙ୍କ ଜଣେ ସମ୍ପର୍କିୟ କହିଛନ୍ତି କେବଳ ସମ୍ପତ୍ତି ପାଇଁ ସୋନାଲିଙ୍କୁ ହତ୍ୟା କରାଯାଇଛି । ସୋନାଲିଙ୍କ ପିଏ ସମ୍ପତ୍ତି ହାତେଇବାକୁ ଯାଇ ତାଙ୍କୁ ହତ୍ୟା କରିଥିବା ସେ କହିଛନ୍ତି । ପ୍ରଥମେ ପିଏ ସୁଧିର ସୋନାଲିଙ୍କ ନିକଟକୁ ଡ୍ରାଇଭର ଭାବେ ଆସିଥିବା ବେଳେ ଏତେ ବିଶ୍ୱାସ ଜନ୍ମାଇଥିଲେ ଯେ ପରେ ସେ ସୋନାଲିଙ୍କ ପିଏ ହୋଇ ଯାଇଥିଲେ । ହେଲେ ସେ ସମ୍ପୂର୍ଣ୍ଣ ଭାବେ ପ୍ଲାନିଂରେ ଆସିଥିଲେ ବୋଲି ସୋନାଲିଙ୍କ ସମ୍ପର୍କିୟ କହିଛନ୍ତି । ସେ ସୋନାଲିଙ୍କୁ ତାଙ୍କ ଘରେ ମାରି ପାରିବାର କୌଣସି ସୁବିଧା ପାଇ ନ ଥିଲେ ତେଣୁ ସେ ଗୋଆ ନେଇ ସେଠାରେ ତାଙ୍କୁ ହତ୍ୟା କରିଥିବା କହିଛନ୍ତି ସେହି ସମ୍ପର୍କୀୟ । ଏବେ ସୋନାଲିଙ୍କ ଝିଅର ଜୀବନ ପ୍ରତି ବିପଦ ରହିଛି ବୋଲି ତାଙ୍କ ସମ୍ପର୍କିୟ କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri