ସୋନାଲି ଫୋଗାଟଙ୍କୁ ଜବରଦସ୍ତ ଦିଆଯାଇଥିଲା ଡ୍ରଗ୍‌, ସିବିଆଇ ପିଏ ସମେତ ୨ ଜଣଙ୍କୁ ଅଭିଯୁକ୍ତ ବୋଲି ଚାର୍ଜସିଟରେ ଦର୍ଶାଇଲେ

ନୂଆଦିଲ୍ଲୀ,୨୨ ।୧୧: ସୋନାଲି ଫୋଗାଟ ହତ୍ୟା ମାମଲାରେ ସିବିଆଇ ଚାର୍ଜସିଟ ଦାଖଲ କରି ସାରିଛି । ଗୋଆର କର୍ଲିଜ ବାରରେ ସନ୍ଦିଗ୍ଧ ଅବସ୍ଥାରେ ସୋନାଲିଙ୍କର ମୃତ୍ୟୁ ହୋଇଥିଲା । ସାନାଲିଙ୍କ ପିଏ ସୁଧିର ସାଙ୍ଗୱାନ ଓ ସୁଖବିନ୍ଦରଙ୍କ ଉପରେ ଜବରଦସ୍ତ ଡ୍ରଗ୍ସ ଦେଇ ହତ୍ୟା କରିଥିବା ଅଭିଯୋଗ ଆସିଛି । ସୋନାଲି ହତ୍ୟା ମାମଲାରେ ଏମାନଙ୍କୁ ସେହି ସମୟରେ ଗିରଫ କରାଯାଇଥିଲା । ଏବେ ସିବିଆଇ ଦୁଇ ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରି ଦେଇଛି । ଏହି ସୂଚନା ସିବିଆଇ ସୂତ୍ରରୁ ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ମାପୁସାରେ ନ୍ୟାୟିକ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ ସହ ସମକକ୍ଷ ଅଭିଯୁକ୍ତ ପତ୍ର ଦାଖଲ କରାଯାଇଛି ।

ଏହି ମାମଲାରେ ଗିରଫ ହୋଇଥିବା ସାଙ୍ଗୱାନ ଓ ସୁଖବିନ୍ଦରଙ୍କୁ କୋଲୱାଲ ଜେଲ ଭିତରେ ପଚରାଉଚରା କରାଯାଇଛି । ସିବିଆଇ ଗୋଆ ପୋଲିସର ତଥ୍ୟକୁ ବି ଯାଞ୍ଚ କରଛି, ଯାହା ୫୦୦ ପୃଷ୍ଠାରୁ ଅଧିକ । ଏଥିରେ ସାକ୍ଷିଙ୍କ ବୟାନବି ଉଲ୍ଲେଖ କରାଯାଇଛି । ସିବିଆଇ କର୍ଲିର ଅପରାଧ ସ୍ଥଳକୁ ଯାଇ ପୁଣିଥରେ ସିନ ରିକ୍ରିଏଟ କରାଯାଇଛି, ଯେଉଁଠାରେ ଫୋଗାଟଙ୍କୁ ଡ୍ରଗ୍ସ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri