ଅଗଷ୍ଟରେ ସୋନାଲିକାର ୧୦,୬୩୪ ୟୁନିଟ୍‌ ବିକ୍ରି

ଭୁବନେଶ୍ୱର,୧୨।୯: ସୋନାଲିକା ଟ୍ରାକ୍ଟର୍ସ ୨୦୨୩ ଅଗଷ୍ଟରେ ମୋଟ ୧୦,୬୩୪ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଏପରିକି କମ୍ପାନୀ ଅଗଷ୍ଟରେ ମାସିକ ସର୍ବାଧିକ ୧୬,୩୦୦ ଟ୍ରାକ୍ଟର ଉପତ୍ାଦନ କରିଛି। ଏ ସମ୍ପର୍କରେ ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ଚଳିତ ବର୍ଷ ଅଗଷ୍ଟରେ ଆମେ ୧୦,୬୩୪ ୟୁନିଟ୍‌ ଟ୍ରାକ୍ଟର ବିକ୍ରି ସହ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛୁ। ଏପରିକି ଆମ ନିକଟରେ ଆଗାମୀ ପାର୍ବଣ ଋତୁ ପାଇଁ ଏକ ମଜଭୁତ ପ୍ଲାଟ୍‌ଫର୍ମ ରହିଛି। ଏହାକୁ ଦୃଷ୍ଟିରେ ରଖି ଆମେ ପ୍ରତ୍ୟେକ କୃଷକଙ୍କ ଚାହିଦା ପୂରଣ କିବା ପାଇଁ ୨୦୨୩ ଅଗଷ୍ଟରେ ସର୍ବାଧିକ ୧୬,୩୦୦ ଟ୍ରାକ୍ଟର ଉପତ୍ାଦନ କରିଛୁ। ସେହିଭଳି ଶକ୍ତିଶାଳୀ ଇଞ୍ଜିନ, ଇଣ୍ଟେଲିଜେଣ୍ଟ ଟ୍ରାନ୍ସମିଶନଠାରୁ ଆରମ୍ଭକରି ଠିକ୍‌ ହାଇଡ୍ରୋଲିକ୍ସ ପର୍ଯ୍ୟନ୍ତ ଆମେ ହୋସିଆର୍‌ପୁରସ୍ଥିତ ଟ୍ରାକ୍ଟର ମାନୁଫ୍ୟାକ୍ଚରିଂ ୟୁନିଟ୍‌ରେ ସବୁ କିଛି ଇନ୍‌-ହାଉସ୍‌ ନିର୍ମାଣ କରୁଛୁ। ବିଶେଷ କରି ଆମେ ଆଗାମୀ ପାର୍ବଣଋତୁ ଏବଂ କୃଷକ କୈନ୍ଦ୍ରିକ ଉପତ୍ାଦ ଓ ସେବାଗୁଡିକ ସହ ଭାରତୀୟ ଟ୍ରାକ୍ଟର ଶିଳ୍ପରେ ନୂଆ ବେଞ୍ଚମାର୍କ ସୃଷ୍ଟି କରିବା ପାଇଁ ପ୍ରସ୍ତୁତ ରହିଛୁ। ବିଶେଷ କରି କୃଷକମାନଙ୍କ ପରିଚାଳନାକୁ ଉନ୍ନତ କରିବା ଓ ପ୍ରାକୃତିକ ଭାବେ ସେମାନଙ୍କର ସମୃଦ୍ଧତା ନିଶ୍ଚିତ କରିବା ପାଇଁ ୨୦-୧୨୦ ଏଚ୍‌ପିରେ ସୋନାଲିକାର ହେଭି ଡ୍ୟୁଟି ଟ୍ରାକ୍ଟର ରେଞ୍ଜକୁ ସ୍ବତନ୍ତ୍ର ଓ ଟେକ୍ନୋଲୋଜି ଦୃଷ୍ଟିରୁ ଉନ୍ନତ ଫିଚରଗୁଡିକ ସହ ଡିଜାଇନ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri