ମେ’ରେ ସୋନାଲିକାର ୧୩,୭୦୨ ୟୁନିଟ୍‌ ବିକ୍ରି

ନୂଆଦିଲ୍ଲୀ,୩।୬: ଭାରତର ୧ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ସୋନାଲିକା ଟ୍ରାକ୍ଟର ଚଳିତ ବର୍ଷ ମେ’ ମାସରେ ୧୩,୭୦୨ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩ ମେ’ ମାସରେ ବ୍ରାଣ୍ଡ୍‌ ୧୧.୪୨%ର ଘରୋଇ ଅଭିବୃଦ୍ଧି ହାସଲ କରିଥିବା ବେଳେ ଶିଳ୍ପ ଅଭିବୃଦ୍ଧିରେ ୪ ଗୁଣ (ହାରାହାରି ୨.୭%) ଅଧିକ । ଅପରପକ୍ଷରେ ବ୍ରାଣ୍ଡ୍‌ ୨୦୨୨ ମେ ମାସରେ ୧୨,୬୧୫ ୟୁନିଟ୍‌ ଟ୍ରାକ୍ଟର ବିକ୍ରି କରିଥିଲା। ଇଣ୍ଟରନ୍ୟାଶନାଲ ଟ୍ରାକ୍ଟର୍ସ ଲିମିଟେଡ୍‌ର ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ରମଣ ମିତ୍ତଲ କହିଛନ୍ତି, ଚଳିତ ବର୍ଷ ମେ’ ମାସରେ ଆମେ ସର୍ବାଧିକ ୧୩,୭୦୨ଟି ଟ୍ରାକର ବିକ୍ରି ସହ ଘରୋଇ ଶିଳ୍ପ ଅଭିବୃଦ୍ଧି ତୁଳନାରେ ୪ ଗୁଣ ଅଧିକ ବୃଦ୍ଧି ହାସଲକରି ଖୁସି ଅନୁଭବ କରୁଛୁ। ଏପରିକି ଏହି ସଫଳତା କୃଷକଙ୍କ ସମୃଦ୍ଧି ପାଇଁ ଭାରତରେ କୃଷି ଭିତ୍ତିଭୂମିକୁ ରୂପାନ୍ତର କରିବା ଓ ଆଗକୁ ବଢ଼ାଇବା ଦିଗରେ କମ୍ପାନୀର ପ୍ରତିବଦ୍ଧତାକୁ ସୂଚିତ କରୁଛି। ସେହିଭଳି ବ୍ରାଣ୍ଡ୍‌ର ଉପତ୍ାଦ ଶୃଙ୍ଖଳା ଓ ସମ୍ବନ୍ଧିତ କୃଷି ଟେକ୍ନୋଲୋଜି କ୍ଷେତ୍ରରେ ଆମର ନିରନ୍ତର ଉନ୍ନତୀକରଣ କମ୍ପାନୀକୁ ପ୍ରଗତିଶୀଳ ଅଭିବୃଦ୍ଧି ହାସଲ କରିବା ପାଇଁ ସଶକ୍ତ କରୁଛି। ବିଶେଷକରି କୃଷକମାନେ ଯେପରି ଉପତ୍ାଦକତା ଓ ଲାଭର ନୂତନ ସ୍ତରରେ ପହଞ୍ଚତ୍ବେ ତାହା ସୁନିଶ୍ଚିତ କରିବା ଜାରି ରଖିବୁ। ଉଲ୍ଲେଖଯୋଗ୍ୟ, ସୋନାଲିକା କୃଷି ଯାନ୍ତ୍ରିକୀକରଣର ବିସ୍ତୃତ ଗ୍ରହଣୀୟତାକୁ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱ ଦେଉଛି। କାରଣ ବର୍ତ୍ତମାନ ସୁଦ୍ଧା ଭାରତରେ ପ୍ରାୟ ୪୫% କୃଷିର ଯାନ୍ତ୍ରିକୀକରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri