ପୁଣି ମା’ହେବାକୁ ଯାଉଛନ୍ତି ସୋନମ କପୁର, ଫଟୋ ଶେୟାର କରି କଲେ ଘୋଷଣା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କପୁର ଗର୍ଭବତୀ ଅଛନ୍ତି। ସେ ଏକ ଅନନ୍ୟ ଉପାୟରେ ତାଙ୍କର ଦ୍ୱିତୀୟ ଗର୍ଭଧାରଣ ଘୋଷଣା କରିଛନ୍ତି। ତାଙ୍କର ପୋଷ୍ଟ ଭାଇରାଲ ହେବାରେ ଲାଗିଛି। ସୋନମ କପୁର ଗୋଲାପୀ ପୋଷାକରେ ଅନେକ ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ସେ ତାଙ୍କର ବେବି ବମ୍ପକୁ ପ୍ରଦର୍ଶନ କରୁଥିବାର ଦେଖିବାକୁ ମିଳୁଛି। ସୋନମ ବହୁତ ଷ୍ଟାଇଲିସ ଢଙ୍ଗରେ ତାଙ୍କ ଗର୍ଭବତୀ ହେବାର ଘୋଷଣା କରିଛନ୍ତି। ଫଟୋଗୁଡ଼ିକୁ ଶେୟାର କରି ସୋନମ ଏକ ଚୁମ୍ବନ ଇମୋଜି ସହିତ କ୍ୟାପସନରେ ଲେଖିଛନ୍ତି, “ମା”। ସେ ପୋଷ୍ଟରେ ଆନନ୍ଦ ଆହୁଜାଙ୍କୁ ଟ୍ୟାଗ କରିଛନ୍ତି। ସୋନମଙ୍କ ଏହି ପୋଷ୍ଟ ଆସିବା ମାତ୍ରେ ସେଲିବ୍ରିଟି ଏବଂ ପ୍ରଶଂସକମାନେ ତାଙ୍କୁ ଅଭିନନ୍ଦନ ଜଣାଇବା ଆରମ୍ଭ କରିଦେଇଛନ୍ତି। ସୋନମ ଗର୍ଭବତୀ ହେବା ନେଇ ଗୁଜବ ବହୁତ ଦିନ ଧରି ଚାଲିଥିଲା, କିନ୍ତୁ ଅଭିନେତ୍ରୀ ଏହି ବିଷୟରେ ଚୁପ ରହିଥିଲେ। ଏବେ, ସେ ଏକ ପୋଷ୍ଟ ଶେୟାର କରି ଏହି ଘୋଷଣା କରିଛନ୍ତି। ସାତ ବର୍ଷ ବିବାହ ପରେ ସୋନମ କପୁର ଦ୍ୱିତୀୟ ଥର ପାଇଁ ମାଆ ହୋଇଛନ୍ତି। ସେ ୨୦୨୨ ରେ ଏକ ପୂତ୍ର ସନ୍ତାନଙ୍କୁ ଜନ୍ମ ଦେଇଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri