ସୋନମଙ୍କ ନୂଆ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଏବେ ସୋସିଆଲ ମିଡିଆରେ ଧୁମ୍ ମଚାଇଛନ୍ତି । ନିଜର ଅଭିନୟ ସାଙ୍ଗକୁ ଫ୍ୟାଶନ ଷ୍ଟେଟମେଣ୍ଟକୁ ନେଇ ଅଧିକାଂଶ ସମୟରେ ଚର୍ଚ୍ଚାରେ ରୁହନ୍ତି ଏହି ଅଭିନେତ୍ରୀ । ଏଥିପାଇଁ ତାଙ୍କୁ ଫ୍ୟାଶନ ଡିଭା ବୋଲି ମଧ୍ୟ କୁହାଯାଇଥାଏ । ଏବେ କିଛିଦନ ହେବ ନିଜର ନୂଆ ନୂଆ ଲୁକ୍‌କୁ ନେଇ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚିତ ସୋନମ । ନିକଟରେ ସେ ଏକ ଫଟୋଶୁଟ୍ କରିଥିବା ବେଳେ ଏହାର କିଛି ଫଟୋ ଇନଷ୍ଟାଗ୍ରମାରେ ଶେୟାର କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି । ଫଟୋରେ ସୋନମ ଖୁବ୍ ସନ୍ଦର ବି ଲାଗୁଛନ୍ତି । ଏଥିରେ ସୋନମ ଫ୍ରେଞ୍ଚ ଫ୍ୟାଶନ ଡିଜାଇନର ଷ୍ଟିଫନ ରୋନାଲ୍ଡଙ୍କ ଦ୍ୱାରା ଡିଜାଇନ କରାଯାଇଥିବା ଗାଉନ୍ ପିନ୍ଧିଛନ୍ତି । ହଳଦିଆ ରଙ୍ଗର ଏହି ଗାଉନ୍ ସହ ସୋନମ ଭିନ୍ନ ଭିନ୍ନ ପୋଜ୍ ଦେଇଛନ୍ତି । ଯେଉଁଥିରେ ସେ ଖୁବ୍ ସୁନ୍ଦର ଦେଖାଯାଉଛନ୍ତି । ଏହି ଗାଉନରେ ଅଣ୍ଟାରେ ଏକ ବ୍ଲାକ ବେଲ୍ଟ ବି ଲାଗିଛି । ଯାହା ଗାଉନର ଲୁକ୍‌କୁ ଦ୍ୱିଗୁଣା କରୁଛି । ଗାଉନର ଏମ୍ରୋଡୋରୀ ଜୁଏଲାରୀ ଭଳି ଲାଗୁଥିବା ବେଳେ ସୋନମ ଯେଉଁ ନେକଲେସ୍ ପିନ୍ଧିଛନ୍ତି ତାହା ତାଙ୍କ ସୁନ୍ଦରତାକୁ ଦ୍ୱିଗୁଣା କରୁଛି । ସୋନମଙ୍କର ଏହି ଲୁକ୍ ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

ବଦଳିଲା NEET PG ପରୀକ୍ଷା ନିୟମ, ଆଧାର ଭେରିଫିକେସନ୍…

ନୂଆଦିଲ୍ଲୀ,୨।୮: ଆସନ୍ତା ଅଗଷ୍ଟ ୩୦ ତାରିଖରେ NEET PG ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହା ପୂର୍ବରୁ ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର ସାମ୍ନାକୁ…

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri