ଲଣ୍ଡନରେ ଘର ପୋଛୁଛନ୍ତି ସୋନମ!

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଆଜିକାଲି ଲଣ୍ଡନରେ ରହୁଛନ୍ତି । ୨୦୧୮ରେ ସେ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ଲଣ୍ଡନ ସିପ୍ଟ ହୋଇ ଯାଇଛନ୍ତି । ଏବେ ସେ କେବେ କେବେ ମୁମ୍ବାଇ ଆସନ୍ତି ହେଲେ ଅଧିକାଂଶ ସମୟ ଲଣ୍ଡନରେ ରୁହନ୍ତି । ଲଣ୍ଡନରେ ସେ ପୁରା ସାଦାସିଧା ଜୀବନ କାଟୁଥିବା କହିଛନ୍ତି । ନିକଟରେ ଏକ ସାକ୍ଷାତ୍ କାରରେ ସୋନମ କହିଛନ୍ତି ଲଣ୍ଡନରେ ମୋତେ ପୂର୍ଣ୍ଣ ସ୍ୱାଧିନତା ମିଳିଛି । ଏବେବି ସେଠାରେ ମୁଁ ଜଣେ ଟୁରିଷ୍ଟ ବୋଲି ଭାବୁଛି । ପ୍ରତିଦିନ ସେ ଲଣ୍ଡନର ଗଳିରେ ବୁଲାବୁଲି କରିବାକୁ ପସନ୍ଦ କରୁଥିବା ବେଳେ ନିଜେ ରୋଷେଇ ମଧ୍ୟ କରନ୍ତି । ଏମିତିକି ସବୁ ଜିନିଷ ସେ ନିଜେ ମାର୍କେଟରୁ କିରି ଆଣନ୍ତି । ନିକଟରେ ଏକ ମାଗାଜିନକୁ ଦେଇଥିବା ସାକ୍ଷାତ୍‌କାରରେ ସେ କହିଛନ୍ତି ଲଣ୍ଡନର ସ୍ୱାଧିନତା ମୋତେ ବହୁତ ପସନ୍ଦ । କିଛିଦିନ ପୂର୍ବେ ଲଣ୍ଡନରେ ଥିବା ବେଳେ ସେ ପତି ଆନନ୍ଦଙ୍କ ସହ ମିଶି କିଛି ଫଟୋ ଶେୟାର କରିଥିଲେ ଯାହା ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ ଆସିଥିଲା । ଶେଷଥର ପାଇଁ ଏହି ବଲିଉଡ୍ ନାୟିକା ୨୦୧୯ରେ ଫିଲ୍ମ ‘ଦ ଜୋୟା ଫ୍ରାକ୍ଟର’ରେ ନଜର ଆସିଥିଲେ । ଏବେ ସେ ବ୍ଲାଇଣ୍ଡ ନାମକ ଏକ ଚଳଚ୍ଚିତ୍ରରେ କାମ କରିବେ ବୋଲି ଜଣାପଡିଛି । ଏହି ମୁଭିଟି ୨୦୧୧ରେ ସାଉଥ୍ କୋରିଆରେ ପ୍ରସ୍ତୁତ କରାଯାଇଥିବା ଏକ ଥ୍ରିଲର ଫିଲ୍ମ ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri