ସୋନମ କପୁରଙ୍କ ଡ୍ରେସ୍‌ ମୂଲ୍ୟ ଜାଣି ଉଡିଯିବ ହୋସ୍‌: ସେହି ଟଙ୍କାରେ କିଣିହେବ ହୀରା ଅଳଙ୍କାର

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟତଃ ତାଙ୍କ ଫ୍ୟାଶନ ଡିଜାଇନ୍‌କୁ ନେଇ ଚର୍ଚ୍ଚାରେ ରହିଥା’ନ୍ତି। କେବଳ ଭାରତର ସେ ନିଜ ଷ୍ଟାଇଲ ପାଇଁ ଗ୍ଲୋବାଲ ସର୍କଲରେ ମଧ୍ୟ ଏକ ପରିଚୟ ସୃଷ୍ଟି କରିଛନ୍ତି। ସୋନମଙ୍କ ଆଉ ଏକ କ୍ଲାସିକ ଲୁକ ସର୍ବସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିଛି। ନିକଟରେ ସୋନମ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ସୋନମ ଏକ ଭିନ୍ନ ଶୈଳୀରେ ଏବଂ ଏକ ସ୍ବତନ୍ତ୍ର ପୋଷାକରେସ୍‌ ନଜର ଆସିଛନ୍ତି। ଏହି ଫଟୋ ଗୁଡ଼ିକରେ ସୋନମ ଅତି ମହଙ୍ଗା ଅନ୍ତର୍ଜାତୀୟ ବ୍ରାଣ୍ଡ ଲୁଇ ଭ୍ୟୁଟନର ଏକ ମହଙ୍ଗା ପୋଷାକରେ ନଜର ଆସିଛନ୍ତି। ଏହି ପୋଷାକରେ ସେ ବହୁତ ଗ୍ଲାମରସ ଦେଖାଯାଉଛନ୍ତି।
ସୋନମଙ୍କ ଟପ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା କୁହାଯାଉଛି। ଅନ୍ୟପକ୍ଷରେ, କାର୍ଗୋ ପ୍ୟାଣ୍ଟର ମୂଲ୍ୟ ପ୍ରାୟ ଦେଢ ଲକ୍ଷ ଟଙ୍କା। ସେ ଧରିଥିବା ବ୍ୟାଗର ମୂଲ୍ୟ ପ୍ରାୟ ସାଢେ ଚାରି ଲକ୍ଷ ଟଙ୍କା । ଏହା ସ୍ପଷ୍ଟ ଯେ ଏତେ ଟଙ୍କା ମୂଲ୍ୟରେ ଆପଣ ମହଙ୍ଗା ହୀରା ଅଳଙ୍କାର କିଣି ପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri