Posted inଜାତୀୟ

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରିବାକୁ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଦିଲ୍ଲୀ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କ ବେଞ୍ଚ ଏହି ରାୟ ଶୁଣାଇଛନ୍ତି। ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ, ମେଦାନ୍ତ ହସ୍ପିଟାଲରେ ଡାକ୍ତରଙ୍କ ଏକ ସ୍ବତନ୍ତ୍ର ପ୍ୟାନେଲ ଗଠନ କରାଯିବ। ୱାଙ୍ଗଚୁକଙ୍କ ଚିକିତ୍ସା ପାଇଁ ବିଶେଷଜ୍ଞ ଡାକ୍ତରମାନଙ୍କ ଏକ ଟିମ ଗଠନ କରାଯିବ। ହାଇକୋର୍ଟ ଏହା ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ ଏପର୍ଯ୍ୟନ୍ତର ସମସ୍ତ ମେଡିକାଲ ଯାଞ୍ଚ ରିପୋର୍ଟ ମେଦାନ୍ତର ଡାକ୍ତରୀ ପ୍ୟାନେଲକୁ ହସ୍ତାନ୍ତର କରାଯାଉ। ଅଦାଲତ ଚିକିତ୍ସା ସମ୍ବନ୍ଧୀୟ ସମସ୍ତ ମେଡିକାଲ ତଥ୍ୟ ଶେୟାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri